କରୋନା ଭାଇରସ୍‌

ସହଯୋଗର ହାତ ବଢ଼ାଇଲା ପ୍ରଶାସନ

ଭୋପାଳ : କରୋନା ମହାମାରୀ ଯୋଗୁ ବସ୍‌ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

6 years ago

ରାଜ୍ୟରେ ସୁସ୍ଥ ହେଲେ ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୧୯୦, ନୟାଗଡରୁ ୧୫୧, ରାୟଗଡାରୁ…

6 years ago

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ…

6 years ago

ପାଣି ଛିଞ୍ଚିଲେ ମରିବ କରୋନା ଭାଇରସ!

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସକୁ ମାରିବାକୁ କିଏ କେତେ ପ୍ରକାର ଗବେଷଣା କରୁଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଉପରେ ବେଶ୍‌ ଗୁରୁତ୍ୱ ଦିଆଯାଉଛି। ରୁଷିଆ ପ୍ରଥମ କରୋନା…

6 years ago

କରୋନା ମୃତକଙ୍କ ସଂସ୍କାର କରୁଛନ୍ତି ଚା’ବାଲା: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। କାରଣ ସଂକ୍ରମିତଙ୍କୁ ଛୁଇଁଦେଲେ ଏହା ସୁସ୍ଥ ବ୍ୟକ୍ତିଙ୍କ ଶରୀରକୁ ଚାଲି ଯାଉଥିବାରୁ ଲୋକେ ଏହାଠାରୁ…

6 years ago

କରୋନା ଭ୍ୟାକ୍ସିନକୁ ନେଇ ଖୁସି ଖବର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୨୧।୮: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ସାରିଥିବା ବେଳେ ଏବେ ଏହାର ସଫଳ ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ଏହାସହ…

6 years ago

କରୋନା ଯୋଦ୍ଧାଙ୍କ ମୃତ୍ୟୁ ପରେ ପରିବାରକୁ ୧ କୋଟି ଟଙ୍କାର ଚେକ୍‌ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧।୮: କରୋନା ମହାମାରୀ ପ୍ରତିଦିନ କାହାକୁ ନା କାହାକୁ ତା’ କବଳକୁ ନେଉଛି। ସାରା ବିଶ୍ୱରେ ପ୍ରତିଦିନ କରୋନା ସଂକ୍ରମଣରେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି।…

6 years ago

୫ ଗୁଣ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଏହି କରୋନା ଟିକା

ଓ୍ବାଶିଂଟନ୍‌,୨୧ା୮: ଆମେରିକୀୟ କମ୍ପାନୀ ଫାଇଜର ଏବଂ ଜର୍ମାନ କମ୍ପାନୀ ବାୟୋନୋଟେକ୍‌ ଦ୍ୱାରା ଉତ୍ପାଦିତ ଏକ ନୂତନ କରୋନା ଭାଇରସ୍‌ ଟିକା ବହୁତ ଭଲ ଫଳାଫଳ ଦେଉଛି। ଏହାପୂର୍ବରୁ…

6 years ago

ଆଜି ଆଉ ୧୦ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଶୁକ୍ରବାର ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

6 years ago

CORONAVIRUS UPDATE: ରାଜ୍ୟରେ ୭୨୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୬୯୮ ପଜିଟିଭ୍

‌ ଭୁବନେଶ୍ୱର,୨୧ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୨୬୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ରେ ପହଞ୍ଚିଥିବା ରାଜ୍ୟ…

6 years ago