କରୋନା ଭାଇରସ୍‌

ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ ଚିହ୍ନଟ: ୯୪ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ପୁଣି ୧୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୪ ରହିଥିବା ବେଳେ ୯୪ ଲୋକାଲ କେସ୍‌ ରହିଛି।…

6 years ago

ଶରଦ ପାଓ୍ବାରଙ୍କ ୪ କର୍ମଚାରୀ କରୋନା ପଜିଟିଭ

ମୁମ୍ବାଇ,୧୭।୮: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ଦକ୍ଷିଣ ମୁମ୍ବାଇରେ ଥିବା ଘରେ କାମ କରୁଥିବା ୪ କର୍ମଚାରୀ କରୋନାରେ ପୀଡ଼ିତ ହୋଇଥିବା ସୂଚନା ମିଳିଛି।…

6 years ago

ବଢ଼ିଲା ଲକ୍‌ଡାଉନ ଅବଧି

ପାଟନା,୧୭।୮: ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର…

6 years ago

ପରିବାରର ପ୍ରତ୍ୟାଖ୍ୟାନ ପରେ କରୋନା ମୃତକଙ୍କ ସଂସ୍କାର କରୁଛି ୟୁଥ ଓ୍ବେଲ ଫେୟାର ଏନ୍‌ଜିଓ

ହାଇଦ୍ରାବାଦ,୧୭।୮: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦ ହଜାର ଛୁଇଁଥିବା ବେଳେ ଏବେ ଏହା ବେଳକୁ ବେଳ ଉଗ୍ର ରୂପ ଧାରଣ କରିବାକୁ ଯାଉଛି। ତେବେ କରୋନାରେ…

6 years ago

କରୋନା ସଂକ୍ରମଣର ପାଲଟିଥିଲା ଏନ୍ତୁଡ଼ିଶାଳ: ଏବେ ବିକିବ ପ୍ରତିଷେଧକ ଟୀକା

ବେଜିଂ, ୧୭।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନା ଏବେ ପ୍ରଥମ କରି ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ଏହାକୁ ଚାଇନାର ବୌଦ୍ଧିକ ସମ୍ପଦ…

6 years ago

କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ…

6 years ago

ଆଗକୁ ହେବ କରୋନାର ଦୋହରା ମାଡ଼

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ତେବେ ଆଗକୁ ଆସୁଥିବା ଥଣ୍ଡା ଋତୁରେ ପୁଣି କରୋନାର ଦୋହରା ମାଡ଼ ହେବ। କରୋନା…

6 years ago

ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪ ମାସ…

6 years ago

ସୁସ୍ଥ ହେଉଥିବା କରୋନା ରୋଗୀଙ୍କ ନିକଟରେ ହୃଦ୍‌ସମସ୍ୟା ସହ ନିଶ୍ୱାସ ନେବାକୁ ହେଉଛି କଷ୍ଟ

ନୂଆଦିଲ୍ଲୀ,୧୭।୮: କରୋନା ମହାମାରୀ ଏବେ ଦେଶର ସବୁ ପ୍ରାନ୍ତକୁ ମାଡି ଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଅତିକ୍ରମ କରିଥିବା ବେଳେ ଅନ୍ୟ ଦେଶମାନଙ୍କ…

6 years ago

ଆଜି ଆଉ ୧୦ ଜୀବନ ନେଲା କରୋନା, ଏହି ଜିଲାରୁ ଅଛନ୍ତି ସର୍ବାଧିକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

6 years ago