କରୋନା ଭାଇରସ୍‌

ବର କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନରେ‌ ୫ଶହରୁ ଅଧିକ ଲୋକ

ବିଶାଖାପଟ୍ଟନମ୍‌, ୧୭।୮: ବରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ବିବାହରେ ଯୋଗଦେଇଥିବା ୫ ଶହରୁ ଅଧିକ ଲୋକଙ୍କୁ ଏବେ କ୍ୱାରାଣ୍ଟାଇନ୍‌ କରାଯିବ। ଏଭଳି ଅଭାବନୀୟ…

6 years ago

CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍‌

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

6 years ago

ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !

ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ ଦେଇ…

6 years ago

୧୧ ଦିନରେ ୧୦ ହଜାର ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ…

6 years ago

ବଢୁଛି ସୁସ୍ଥହାର, କମୁଛନ୍ତି ଆକ୍ରାନ୍ତ

କଟକ ଅଫିସ,୧୭।୮: କଟକ ଜିଲାରେ ଆରୋଗ୍ୟ ହାର ବଢୁଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଏହି ତଥ୍ୟ ଅଧିକ…

6 years ago

ସିଏମ୍‌ସିରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି

କଟକ ଅଫିସ,୧୭।୮: ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର…

6 years ago

କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ…

6 years ago

ଛାତରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ରାଞ୍ଚି, ୧୬।୮: ଝାଡ଼ଖଣ୍ଡରେ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିକିତ୍ସାଧୀନ ଅବସ୍ଥାରେ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ରାମଘର ଜିଲାରେ ଘଟିଯାଇଛି। ମୃତ୍ୟୁବରଣ କରିଥିବା…

6 years ago

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର…

6 years ago

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ…

6 years ago