କରୋନା ଭାଇରସ୍‌

ପ୍ରବେଶିକା ପରୀକ୍ଷା ଦେବାକୁ ଯାଇଥିବା ୨ଜଣ ଛାତ୍ର କରୋନା ପଜିଟିଭ୍‌: ଚିନ୍ତାରେ ପ୍ରଶାସନ

ଥିରୁଭାନନ୍ତପୁରମ,୨୧।୭: କେରଳ ଇଞ୍ଜିନିୟରିଂ ଆର୍କିଟେକ୍‌ଚର ମେଡିକାଲ ପ୍ରବେଶିକା ପରୀକ୍ଷା ଦେଇଥିବା ଥିରୁଭାନନ୍ତପୁରମର ୨ଜଣ ଛାତ୍ର ଓ ଜଣେ ଅଭିଭାବକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨ଜଣ ଛାତ୍ରଙ୍କ…

6 years ago

କରୋନା କାଳରେ ଲୋକଙ୍କୁ ଏଭଳି ସହାୟତା କରୁଛି ରୋବର୍ଟ

ଚାଇନାରୁ ଆରମ୍ଭ ହୋଇଛି ବ୍ୟବହାର କରୋନା ମହାମାରୀ ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସମଗ୍ର ବିଶ୍ୱରେ ଲୋକଙ୍କ ଜୀବନଶୈଳୀ ସହ ଚିନ୍ତାଧାରାରେ ମଧ୍ୟ ପରିବର୍ତ୍ତନ ହୋଇଛି।…

6 years ago

ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩ ମହିଳା…

6 years ago

ଜୁଲାଇ ୩୧ ଯାଏ ସମ୍ବଲପୁର ଶଟ୍‌ଡାଉନ୍‌

ସମ୍ବଲପୁର, ୨୧।୭(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସମ୍ବଲପୁର ଜିଲାକୁ ୧୦ ଦିନ ସଟ୍‌ଡାଉନ ଘୋଷଣା କରିଛନ୍ତି ଜିଲାପାଳ। ବୁଧବାରଠାରୁ ଜୁଲାଇ ୩୧ ଯାଏ ଏହି ସଟ୍‌ଡାଉନ…

6 years ago

ପ୍ରବାସୀ ପରେ ଏବେ ବିଦେଶରେ ଫସିଥିବା ଛାତ୍ରଙ୍କୁ ସ୍ବଦେଶ ଆଣିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ଲକ୍‌ଡାଉନରେ ଫସିରହିଥିବା ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଛାତ୍ରଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି।…

6 years ago

୩ ମାସ ପୂର୍ବରୁ ଧନୀଙ୍କୁ ମିଳିଛି କରୋନା ଟୀକା: ଗରିବଙ୍କୁ ମିଳିବ କେବେ

ମସ୍କୋ, ୨୧।୭: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଜାରି ରହିଛି। ରୁଷ୍‌ରେ କରୋନା ସଂକ୍ରମଣ ସ୍ଥିତି ମଧ୍ୟ ଜଟିଳ ହେବାରେ ଲାଗିଛି। ତେବେ ଗଣମାଧ୍ୟମ ସଂସ୍ଥା…

6 years ago

ଶ୍ରାଦ୍ଧ ଭୋଜିକୁ ବାହାଘର ପରି କଲେ ପାଳନ: ଷ୍ଟେଜ୍‌ରେ ନାଚିଲେ ଡ୍ୟାନ୍ସର

ନୂଆଦିଲ୍ଲୀ, ୨୧।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଶ୍ରାଦ୍ଧ ଭୋଜିକୁ ଅତି ଆଡ଼ମ୍ବର ସହକାରେ ପାଳନ କରାଯାଉଥିବା…

6 years ago

କରୋନା ପ୍ରଭାବ: ନିଜେ ଟାଇପ୍‌ କରୁଛନ୍ତି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୧।୭: ମହାମାରୀ କରୋନା ସଂକ୍ରମଣକୁ ନେଇ ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବା ବେଳେ ଏହାର ପ୍ରଭାବ ସବୁ କାର୍ଯ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟର ବିଚାରପତି ଶୁଣାଣି…

6 years ago

ଚଳିତ ବର୍ଷ ମାତ୍ର ହଜାରେ ତୀର୍ଥଯାତ୍ରୀ କରିପାରିବେ ହଜ୍‌ଯାତ୍ରା

ରିୟାଦ,୨୧।୭: ସାଉଦି ଆରବର ମକ୍କା ସହରକୁ ପ୍ରତିବର୍ଷ ବିଭିନ୍ନ ଦେଶରୁ ୨୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ହଜ୍‌ଯାତ୍ରା ପାଇଁ ଆସିଥାନ୍ତି। ହେଲେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…

6 years ago

ଗଞ୍ଜାମରେ ଆରମ୍ଭ ହେଲା ପ୍ଲାଜ୍‌ମା ଥେରାପି

ବ୍ରହ୍ମପୁର ଅଫିସ,୨୧।୭: ଓଡ଼ିଶାରେ ମହାମାରୀ କରୋନା ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ମୃତ୍ୟୁ ଘଟିସାରିଛି।…

6 years ago