କରୋନା ଭାଇରସ୍‌

କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ କୋଭିଡ୍‌-୧୯…

6 years ago

ଖାନ୍‌ନଗର: ବାପା-ପୁଅ ପଜିଟିଭ

କଟକ ଅଫିସ,୨୦ା୭-ଖାନ୍‌ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର…

6 years ago

ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮,…

6 years ago

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ…

6 years ago

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ…

6 years ago

ଉତ୍ତରପ୍ରଦେଶରେ କରୋନା ରୋଗୀଙ୍କୁ ମିଳିବ ହୋମ ଆଇସୋଲେଶନ ସୁବିଧା: ମାନିବାକୁ ପଡ଼ିବ ଏହି ସବୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଧିଷ୍ଟ ପ୍ରୋଟୋକଲର…

6 years ago

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଶହ ଟପିଲା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ରହିଥିବା ବେଳେ ୧୫ଜଣ…

6 years ago

କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏଭଳି ଉପାୟ ଆପଣାଇଲେ ଶାହରୁଖ

ମୁମ୍ବାଇ: ମହାରାଷ୍ଟ୍ର ଓ ମୁମ୍ବାଇରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଧିରେ ଧିରେ ଉଦ୍‌ବେଗଜନକ ହେବାରେ ଲାଗିଛି। ବଲିଉଡ୍‌ର ବଡ଼ ବଡ଼ ସେଲିବ୍ରିଟି ମଧ୍ୟ ଏହା କବଳରୁ…

6 years ago

ଚାପ ମୁକ୍ତ ପାଇଁ କୋଭିଡ କେୟାର ସେଣ୍ଟରରେ ଡ୍ୟାନ୍ସ କଲେ କରୋନା ରୋଗୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨୦।୭: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। କିନ୍ତୁ ଏଭଳି କିଛି ଲୋକ ଅଛନ୍ତି, ଯେଉଁମାନେ କରୋନାକୁ ହରାଇ ସମସ୍ତ ପାଇଁ ଏକ…

6 years ago

କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ…

6 years ago