ନୂଆଦିଲ୍ଲୀ,୧୬।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖା ବେଳକୁ ବେଳ ରେକର୍ଡ କରିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୨,୬୯୫ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଏବେ…
ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍ସି) ପକ୍ଷରୁ…
ଗଞ୍ଜାମ, ୧୬।୭(ଡି.ଏନ୍.ଏ.): ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଗଞ୍ଜାମ ଜିଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…
ଭଦ୍ରକ ଅଫିସ,୧୬।୭: ଭଦ୍ରକ ଜିଲାରେ ଗୁରୁବାର ପୁଣି ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୬ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ଜଣେ…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୪୮ରେ…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
କଟକ ଅଫିସ,୧୬ା୭: କରୋନା ଯୋଗୁ ଗତ ମାର୍ଚ୍ଚ ୨୨ତାରିଖ ପରଠୁ କୋର୍ଟଗୁଡ଼ିକର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଫଳରେ ଆଇନ୍ଜୀବୀମାନେ ରୋଜଗାର ହରାଇଛନ୍ତି। ଏଣୁ ଆସନ୍ତା ଏକ ବର୍ଷ…
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍ଫୋଡେମିକ) ମଧ୍ୟ ଦେଖାଦେଇଛି। ଗଣମାଧ୍ୟମ…
ଢାକା,୧୬।୭(ପି.ଟି.): ବାଂଲାଦେଶ ପୂର୍ବତନ ଅଧିନାୟକ ମଶ୍ରାଫି ମୋର୍ତ୍ତାଜା କରୋନା ଭାଇରସ୍ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଜୁନ୍ ୨୦ ତାରିଖରୁ ସେ ଘରେ ରହି ଚିକିତ୍ସିତ ହୋଇ ଆସୁଥିଲେ।…
ପାଟନା, ୧୫।୭- ମହାମାରୀ କରୋନା ଭାଇରସ୍ ଭାରତରେ ଗମ୍ଭୀର ରୂପ ଧାରଣ କରିଛି। ଦେଶରେ ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ହୁ ହୁ…