କରୋନା ଭାଇରସ୍‌

କରୋନାରେ ପୀଡ଼ିତ ଘାନାର ସ୍ବାସ୍ଥ୍ୟମନ୍ତ୍ରୀ

ଆକ୍ରା,୧୫।୬: କରୋନା ସଂକ୍ରମଣ ଦିନକୁ ଦିନ ବିଶ୍ୱ ପାଇଁ ଚିନ୍ତା ବଢାଇ ଚାଲିଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଭ୍ୟାକ୍ସିନ୍‌ ଆସିନାହିଁ। ଏବେ ଘାନାର ସ୍ବାସ୍ଥ୍ୟମନ୍ତ୍ରୀ…

6 years ago

ସର୍ବଦୀଳୟ ବୈଠକରେ କଂଗ୍ରେସର ଦାବି: ସମସ୍ତଙ୍କର ହେଉ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା, କଂଗ୍ରେସ ଓ…

6 years ago

ଭଦ୍ରକରେ ନୂଆ ୧୯ ପଜିଟିଭ୍‌: ୧୭୭ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୫ା୬ : ସୋମବାର ଭଦ୍ରକ ଜିଲାରୁ ୧୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି। ଏମାନଙ୍କ ମଧ୍ୟରୁ…

6 years ago

କରୋନା ସଙ୍କଟରେ ଭାରତ ପାଖରେ ରହିଛି ଶ୍ରେଷ୍ଠ ମାନବ ସମ୍ବଳ: ଜୟଶଙ୍କର

ନୂଆଦିଲ୍ଲୀ,୧୫।୬: କରୋନା ସଙ୍କଟ ସମୟରେ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ତେବେ ଭାରତ ପାଖରେ ଶ୍ରେଷ୍ଠ ମାନବ ସମ୍ବଳ ରହିଛି। ଯାହାକିି ଆଗାମୀ ସମୟରେ…

6 years ago

ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ…

6 years ago

କଟକରେ ୬ ବର୍ଷର ଝିଅ କରୋନା ପଜିଟିଭ

କଟକ ଅଫିସ,୧୫।୬: କଟକ ସହରରେ ଜଣେ ୬ ବର୍ଷର ଝିଅ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ହେଉଛନ୍ତି ଗତ ୧୩…

6 years ago

ଆଇଟିବିପିର ‘ପେଟ ମୁକ୍ତ-୨୦୨୦’ ଅଭିଯାନ: ଫିଟ୍‌ ରହିବା ପାଇଁ ଅଧିକାରୀ ସ୍ବାମୀଙ୍କ ସହିତ ସ୍ତ୍ରୀ ମଧ୍ୟ କରିବେ ବ୍ୟାୟାମ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌-୫ ସହିତ ଅନ୍‌ଲକ୍‌ ଦେଶରେ ଜାରି ରହିଛି। ଏପରିସ୍ଥଳେ ଆଇଟିବିପିର ଅଧିକାରୀଙ୍କୁ ଫିଟ୍‌ ରଖିବା ଲାଗି…

6 years ago

କଟକରୁ ୧୯ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ; ସକ୍ରିୟ ଆକ୍ରାନ୍ତ ତାଲିକାରେ କଟକ ଶୀର୍ଷରେ

କଟକ ଅଫିସ,୧୫।୬: କଟକ ଜିଲାରେ ସୋମବାର ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ସଙ୍ଗରୋଧରେ ଥିଲେ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।…

6 years ago

୧୫ ଜିଲାରୁ ୧୩୭ କରୋନା ପଜିଟିଭ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୯ ଅଗ୍ନିଶମ କର୍ମଚାରୀ ଆକ୍ରାନ୍ତ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ୧୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୭ଜଣ ୧୫ଟି ଜିଲାର। ସେହିପରି ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ୍‌’ ମୁକାବିଲା…

6 years ago

ଅନୁଗୋଳରେ ପୁଣି ୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା

ଅନୁଗୋଳ ଅଫିସ,୧୫ା୬: ଅନୁଗୋଳରେ ସୋମବାର ପୁଣି ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଞ୍ଚିଛି। ତେବେ ଏହି ୪୮…

6 years ago