କରୋନା ଭାଇରସ୍‌

ସାଇକେଲ ରୋକିବ କରୋନା ସଂକ୍ରମଣ: ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ ସାଇକେଲ…

6 years ago

ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ କରୋନା ପଜିଟିଭ୍‌ ଚିହ୍ନଟ: ଅଞ୍ଚଳରେ ଭୟର ବାତାବରଣ, ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ନିଶ୍ଚିନ୍ତକୋଇଲି,୧୩।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ସରକାରୀ ସଂଗରୋଧ କେନ୍ଦ୍ର ଓ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

6 years ago

ଗଞ୍ଜାମରେ ନୂଆ ପଜିଟିଭ୍‌ ମଧ୍ୟରେ ୧୧ କରୋନା ଯୋଦ୍ଧା, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ସେଥିରେ ୧୧ ଜଣ କରୋନା ଯୋଦ୍ଧା ମଧ୍ୟ…

6 years ago

ପ୍ରତି ଲକ୍‌ଡାଉନ ପରେ ବଢ଼ିଛି ଆକ୍ରାନ୍ତଙ୍କ ସଂଖ୍ୟା, ସରକାର ଗୋଟିଏ ପ୍ରକାର ଭୁଲ କରି ନୂଆ ପରିଣାମର ରଖୁଛନ୍ତି ଆଶା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୩।୬: ଦେଶରେ ଜାରି ହୋଇଥିବା ଲକ୍‌ଡାଉନ ନେଇ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଶନିବାର ରାହୁଲ ଗାନ୍ଧୀ…

6 years ago

କରୋନା ଟେଷ୍ଟ ବଢାଇବାକୁ ହେଲେ ଗାଇଡଲାଇନ୍‌ ବଦଳାଉ ଆଇସିଏମ୍‌ଆର୍‌: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଟେଷ୍ଟକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏମିତି ପ୍ରଶ୍ନର ଉତ୍ତର ଦେବାକୁ ଯାଇ…

6 years ago

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର ୩…

6 years ago

ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ମହାରାଷ୍ଟ୍ରରେ…

6 years ago

ଭୁବନେଶ୍ୱରରେ ଆଉ ୩ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍‌ଡୁମା ଏଚ୍‌ବି କଲୋନୀ ଅଞ୍ଚଳର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍‌ କଣ୍ଟାକ୍ଟ…

6 years ago

୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶମିକଙ୍କ ଖାତାରେ ହଜାରେ ଲେଖାଏ ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଉତ୍ତରପ୍ରଦେଶ ସରକାର ଶନିବାର ୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୧୦ଲକ୍ଷ…

6 years ago

କରୋନାର ସତ୍ୟତା କହିବାକୁ ଯାଉଥିବା ଡାକ୍ତରଙ୍କର ସଂକ୍ରମଣରେ ହୋଇଥିଲା ମୃତ୍ୟୁ: ପତ୍ନୀ ଦେଲେ ଶେଷ ଉପହାର

ଉହାନ,୧୩।୬: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ବିଶ୍ୱର ଚିନ୍ତାକୁ ବଢାଇବାରେ ଲାଗିଛି। ଏହି ମହାମାରୀର ସତ୍ୟତାକୁ ଲୋକଲୋଚନକୁ ଆଣିବାକୁ ଚେଷ୍ଟା କରିଥିବା ଚାଇନାର ୩୪…

6 years ago