କରୋନା ଭାଇରସ୍‌

ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି…

6 years ago

କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

6 years ago

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା।…

6 years ago

ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା

ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ…

6 years ago

ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

6 years ago

ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍‌ ଥିବା ରାଜ୍ୟ ସୂଚନା ଓ…

6 years ago

ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ…

6 years ago

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍‌ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ…

6 years ago

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା…

6 years ago

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ…

6 years ago