କରୋନା ଭାଇରସ୍‌

କେନ୍ଦୁଝରରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା

କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚିଛି। ନୂଆ…

6 years ago

୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ: ବ୍ରିଟେନରେ ଖୋଲିଲା ପ୍ରାଇମେରୀ ସ୍କୁଲ

ଲଣ୍ଡନ,୨।୬: କରୋନା ସଂକ୍ରମଣକୁ ରୋକିବାକୁ ବିଶ୍ୱର ଅଧିକାଂଶ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ନିୟମରେ କୋହଳ କରାଯାଇଥିବା ବେଳେ କେବଳ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପଟେ…

6 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ…

6 years ago

ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !

ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ ଏହାକୁ…

6 years ago

କଣ୍ଟେନମେଣ୍ଟ ଉଠାଇବା ଦାବି: ଘରୁ ବାହାରି ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ

କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ସହର ନିହାଲସିଂ ଛକ ନିକଟ କିମିରିଡୋଲି ସାହିରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ…

6 years ago

ଦିଲ୍ଲୀ ସରକାରଙ୍କ ନୂଆ ଆପ୍‌: ଜଣାପଡିବ କେଉଁ ହସ୍ପିଟାଲରେ ରହିଛି କେତେ ବେଡ୍‌

ନୂଆଦିଲ୍ଲୀ,୨।୬: ପ୍ରତିଦିନ ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ୮ହଜାରରୁ ଅଧିକ ରହୁଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଉଦ୍‌ବେଗଜନକ ରହିଛି। ହେଲେ ଏହାକୁ ନେଇ…

6 years ago

କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା ଲାଗି…

6 years ago

ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ ୧୩ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା ମଙ୍ଗଳବାର…

6 years ago

ଭାରତରେ କରୋନା ଲଢ଼େଇ: ପ୍ରତି ୧୦ ଲକ୍ଷରେ ଘଟୁଛି ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ…

6 years ago

ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର…

6 years ago