କରୋନା ଭାଇରସ୍‌

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

6 years ago

କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି…

6 years ago

ଦିଲ୍ଲୀ-ମସ୍କୋ ଏୟାର ଇଣ୍ଡିଆ ବିମାନ ପାଇଲଟ୍‌ କରୋନା ପଜିଟିଭ୍‌: ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ…

6 years ago

ଡବ୍ଲ୍ୟୁଏଚ୍‌ଓ ସହିତ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଓ୍ବାଶିଂଟନ,୩୦।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ସହିତ ଆମେରିକା ସମସ୍ତ ସମ୍ପର୍କ ଛିନ୍ନ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଘୋଷଣା କରିଛନ୍ତି। ଡବ୍ଲ୍ୟୁଏଚ୍‌ଓ ଚାଇନା ଦ୍ୱାରା…

6 years ago

କରୋନା ଚିକିତ୍ସା: ପିପିଇ କିଟ୍‌-ମାସ୍କ୍‌ ପାଇଁ ନିଆଯାଉଛି ମୋଟ ହସ୍ପିଟାଲ ବିଲ୍‌ର ୫୦ ପ୍ରତିଶତ

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ନାନା ପ୍ରକାର ଅଭିଯୋଗ ଉଠିବାରେ ଲାଗିଛି। କେତେକ ଘରୋଇ ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୋଟ ବିଲ୍‌ର ୫୦…

6 years ago

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି।…

6 years ago

ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ…

6 years ago

କରୋନା ଭାଇରସ: ବ୍ରାଜିଲରେ ୨୪ ଘଣ୍ଟାରେ ୨୫ ହଜାର ନୂଆ ସଂକ୍ରମିତ

ବ୍ରାସିଲିୟା,୩୦।୫: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଯେତେବେଳେ ବିଶ୍ୱକୁ ବ୍ୟାପିକା ଆରମ୍ଭ କରିଥିଲା ସେତେବେଳେ ବ୍ରାଜିଲରେ ହାତ ଗଣତି କେତୋଟି ଘଟଣା ଦେଖିବାକୁ ମିଳିଥିଲା।…

6 years ago

୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ସରପଞ୍ଚ

ବନ୍ତ,୩୦ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ ସରପଞ୍ଚ…

6 years ago

ଖୋର୍ଦ୍ଧାରୁ ନୂଆ ୧୬ ଆକ୍ରାନ୍ତ ଚିହ୍ନଟ: ଜିଲାର ମୋଟ ପଜିଟିଭ ସଂଖ୍ୟା ୧୩୮ ଛୁଇଁଲା

ଖୋର୍ଦ୍ଧା ଅଫିସ,୩୦।୫: ଖୋର୍ଦ୍ଧା ଜିଲାରୁ ଶନିବାର ଆଉ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାର ମୋଟ ପଜିଟିଭଙ୍କ ସଂଖ୍ୟା ୧୩୮କୁ ବୃଦ୍ଧି…

6 years ago