କରୋନା ଭାଇରସ୍‌

ମାସ୍କ ନ ପିନ୍ଧିଲେ ଡ୍ରାଇଭିଂ ମନା

ସିଓଲ,୨୬।୫: କରୋନା ଭାଇରସ ସଂକ୍ରମଣକୁ ଦେଖି ସାଉଥ୍‌ କୋରିଆ ସରକାର ଏକ କଡ଼ା ପଦକ୍ଷେପ ନେଇଛନ୍ତି। ମାସ୍କ ନ ପିନ୍ଧିଲେ ଟ୍ୟାକ୍ସି ବା ବସ୍‌ ଚଳାଇବାକୁ ଅନୁମତି…

6 years ago

କରୋନା ସଂକ୍ରମଣ ଯୋଗୁ ୯୫ ଦେଶରେ ମିଳିମିଳା- ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ: ସଙ୍କଟରେ ୮କୋଟି ଶିଶୁ

ଓ୍ବାଶିଂଟନ,୨୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ୯୫ଟି ଦେଶରେ ମିଳିମିଳା ଓ ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏନେଇ…

6 years ago

ଆଗାମୀ ମାସେ ଆମପାଇଁ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂରେ ଜରିଆରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଆମାଗୀ ୧୫ ଦିନରୁ ମାସେ ଆମ ପାଇଁ ଚ୍ୟାଲେଞ୍ଜ…

6 years ago

ଡବ୍ଲୁଏଚ୍‌ଓର ଚେତାବନୀ ପୁଣିଥରେ ଫେରିପାରେ କରୋନା

ଜେନେଭା,୨୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ସୋମବାର କରୋନା ମହାମାରୀକୁ ନେଇ ଆଉ ଏକ ଚେତାବନୀ ଦେଇଛି। ଡବ୍ଲୁଏଚ୍‌ଓ କହିଛି ଯେଉଁ ଦେଶରେ କରୋନା ସଂକ୍ରମଣ କମ୍‌ ହୋଇଛି…

6 years ago

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ ଆଜିକୁ…

6 years ago

ଅନୁମତି ମିଳିଲେ ପ୍ରବାସୀ ଶ୍ରମିକଙ୍କ ବ୍ୟାଗ୍‌ ବୋହିବାକୁ ମଧ୍ୟ ପ୍ରସ୍ତୁତ: ରାହୁଲ ଗାନ୍ଧୀ

ଲକ୍ଷ୍ନୌ,୨୬।୫: ଦେଶରେ ଦେଖାଦେଇଥିବା ପ୍ରବାସୀ ଶ୍ରମିକଙ୍କ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ଏକ ଗଣମାଧ୍ୟମ ସମ୍ମିଳନୀରେ ସେ…

6 years ago

ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର: ଯୋଗୀ ସରକାର ଯୋଗାଇ ଦେବେ ବାସଗୃହ-ଦୋକାନ

ଲକ୍ଷ୍ନୌ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ସୃଷ୍ଟି ହୋଇଛିି। ସେହିପରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଧୀରେଧୀରେ ଉତ୍କଟ ହେବାରେ ଳାଗିଛି। ତେବେ ଉତ୍ତରପ୍ରଦେଶ ସରକାର ପ୍ରବାସୀ…

6 years ago

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ…

6 years ago

କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ…

6 years ago

ବଢୁଛି ମହାରାଷ୍ଟ୍ର ପୋଲିସର ଚିନ୍ତା, ଗୋଟିଏ ଦିନରେ ୮୦ ପୋଲିସ କରୋନା ପଜିଟିଭ

ମୁମ୍ବାଇ,,୨୬।୫: କରୋନା ସଂକ୍ରମଣ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏବେ ସେଠାରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବର୍ତ୍ତି ପାରୁ ନାହାନ୍ତି। ମହାରାଷ୍ଟ୍ର ପୋଲିସରେ…

6 years ago