କରୋନା ଭାଇରସ୍‌

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି।…

6 years ago

କରୋନା ଭାଇରସ: ବ୍ରାଜିଲରେ ଗୋଟିଏ ପିପିଇକୁ ବାରମ୍ବାର ପିନ୍ଧୁଛନ୍ତି ସ୍ବାସ୍ଥ୍ୟକର୍ମୀ !

ବ୍ରସିଲିଆ,୨୧।୫: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଚାହୁଁ ଚାହୁଁ ସାରା ବିଶ୍ୱକୁ ବ୍ୟାପିଯାଇଛି। ପ୍ରଥମେ କରୋନାର ହଟ୍‌ସ୍ପଟ୍‌ ଉହାନ ହୋଇଥିବା ବେଳେ ଏବେ…

6 years ago

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ, ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୫୦ରୁ ସର୍ବାଧିକ ୨୨ଜଣ ଗଞ୍ଜାମ ଜିଲାର ରହିଛନ୍ତି। ସେହିଭଳି ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର…

6 years ago

ଅନ୍‌ଲାଇନ୍‌ରେ ଟ୍ରେନ୍‌ ଟିକଟ ବିକ୍ରି ଆରମ୍ଭ: ଅଢ଼େଇ ଘଣ୍ଟା ମଧ୍ୟରେ ୪ ଲକ୍ଷରୁ ଅଧିକ ବୁକିଂ

ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଜୁନ୍‌ ୧ଠାରୁ…

6 years ago

ମହଙ୍ଗା ପଡ଼ିଲା ଅନ୍‌ଲାଇନ୍‌ ପାଠପଢ଼ା: ବାପାଙ୍କ ଆକାଉଣ୍ଟରୁ ୮ଲକ୍ଷ ଟଙ୍କା ଲୁଟ୍‌

ଅଜମଗଢ଼,୨୧।୫: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ସ୍କୁଲ ଓ କଲେଜ ବନ୍ଦ ରହିଛି। ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନ୍‌ଲାଇନ୍‌ ପାଠପଢ଼ା ପାଇଁ ନିଷ୍ପତ୍ତି ନେଇଥିଲେ।…

6 years ago

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍‌

ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨…

6 years ago

ବିବାହର ଦୁଇ ଦିନ ପରେ କନ୍ୟାଙ୍କ କରୋନା ରିପୋର୍ଟ ଆସିଲା ପଜିଟିଭ: ବର ସମେତ ୩୨ ଜଣ କ୍ୱାରାଣ୍ଟାଇନରେ

ଭୋପାଳ,୨୧।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାର ୩୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଥିଲା। ତେବେ ସଂକ୍ରମିତଙ୍କ ମଧ୍ୟରେ…

6 years ago

ଲକ୍‌ଡାଉନ୍‌ ପ୍ରଭାବ: ତାମିଲନାଡୁର ୮ ହଜାରରୁ ଅଧିକ ମନ୍ଦିରରେ ଗୋଟିଏ ବେଳା ପୂଜା

ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ସରକାରଙ୍କ ଲକ୍‌ଡାଉନ୍‌ ମାର୍ଗଦର୍ଶିକା ଅନୁସାରେ ସମସ୍ତ ଧାର୍ମିକସ୍ଥଳକୁ ବନ୍ଦ ରଖାଯାଇଛି। ମନ୍ଦିରରେ କେବଳ…

6 years ago

କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ

କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି। ଏହିକ୍ରମରେ…

6 years ago

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ ୧୨ ହଜାର: ପ୍ରତି ୨ ଦିନରେ ୧୦ ହଜାରରୁ ଅଧିକ ନୂଆ ସଂକ୍ରମଣ

ନୂଆଦିଲ୍ଲୀ,୨୧।୫: ଭାରତରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୪୪୨ରେ ପହଞ୍ଚିଛି।…

6 years ago