କରୋନା ଭାଇରସ୍‌

ଦାଦନଙ୍କୁ ନେଇ ତେଜିଲା ରାଜନୀତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୦।୫: ଦାଦନ ଶ୍ରମିକ ପ୍ରସଙ୍ଗକୁ ନେଇ ଉତ୍ତରପ୍ରଦେଶ(ୟୁପି)ରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। କରୋନା ସଂକ୍ରମଣ ସମୟରେ ଲକ୍‌ଡାଉନ୍‌ ଯୋଗୁ ବାହାରେ କାମଧନ୍ଦା ହରାଇ ଭୋକ ଉପାସରେ…

6 years ago

ଆଗକୁ ମିଳିବନି ପର୍ଯ୍ୟାପ୍ତ ଅର୍ଥ: ରାଜ୍ୟଗୁଡ଼ିକୁ କେନ୍ଦ୍ରର ସଙ୍କେତ

ନୂଆଦିଲ୍ଲୀ,୨୦ା୫: କେନ୍ଦ୍ର ସରକାର ଟ୍ୟାକ୍ସ ଓ ଅନ୍ୟ ଦେୟଗୁଡ଼ିକ ଏଯାଏ ଦେଇନାହାନ୍ତି ବୋଲି ରାଜ୍ୟ ସରକାରମାନେ ଅଭିଯୋଗ ଆଣୁଥିବାବେଳେ ସଂଗୃହୀତ ଟିକସର ୧୧୦% ଗତ ଏପ୍ରିଲରେ ରାଜ୍ୟଗୁଡ଼ିକୁ…

6 years ago

ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ

ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ…

6 years ago

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା ଖୁସି…

6 years ago

ବନ୍ତରେ ୭ କରୋନା ପଜିଟିଭ ଚିହ୍ନଟ: ସମସ୍ତେ କୋଲକତା ଫେରନ୍ତା

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଚିହ୍ନଟ ହୋଇଥିବା…

6 years ago

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ ୫୮ଟି…

6 years ago

ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲା କମିଶନରେଟ ପୋଲିସ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ସମ୍ପୃକ୍ତ…

6 years ago

ମହାରାଷ୍ଟ୍ର ପୋଲିସ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫ କରୋନା ପଜିଟିଭ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ଏଠାକାର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ବି ଏଥିରୁ ବାଦ୍‌ ଯାଇନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ…

6 years ago

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ ଦୂରତା…

6 years ago

୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ…

6 years ago