କରୋନା ଭାଇରସ୍‌

ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ

ଚଣ୍ଡିଖୋଲ, ୧୮।୫ (ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ…

6 years ago

ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍‌.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ…

6 years ago

ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ…

6 years ago

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ ବୋର୍ଡ…

6 years ago

ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର

ବରଗଡ଼ ଅଫିସ୍‌,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି ।…

6 years ago

ପ୍ରବାସୀଙ୍କୁ ଅଧାବାଟରେ ଛାଡି ଚାଲିଗଲା ବସ୍‌

ଜୁନାଗଡ଼,୧୮।୫(ଡି.ଏନ୍‌.ଏ.): ଚେନ୍ନାଇରେ ଫସି ରହିଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୧ ଜଣ ଓ ଜୁନାଗଡ଼ ବ୍ଲକର ଜଣେ ପ୍ରବାସୀ ସୋମବାର ଏକ ବସ୍‌ ଭଡା କରି…

6 years ago

ପ୍ରବାସୀ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପୋଲିସ

ବରଗଡ଼ ଅଫିସ୍‌,୧୮।୫: ଆନ୍ଧ୍ରପ୍ରଦେଶର ରାଜମୁନ୍ଦ୍ରିରୁ ଚାଲି ଚାଲି ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ୨୦ ଜଣ ପ୍ରବାସୀ ଶ୍ରମିକଙ୍କୁ ରବିବାର ରାତିରେ ବରଗଡ଼ ଜିଲା ପୋଲିସ ଏକ ବସ୍‌ରେ…

6 years ago

ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ

ବିନିକା୧୮ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ…

6 years ago

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ…

6 years ago

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର…

6 years ago