କରୋନା ଭାଇରସ୍‌

କରୋନାରୁ ଆରୋଗ୍ୟ ଲାଭ କରି କାର୍ଯ୍ୟରେ ଯୋଗଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିବା ପରେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆରୋଗ୍ୟ ହୋଇ ଫେରିବା ପରେ ପ୍ରଥମଥର…

6 years ago

ଏସିରେ କରୋନା ବ୍ୟାପିବାର ନାହିଁ ଆଶଙ୍କା: ସେଣ୍ଟ୍ରାଲ୍‌ ଏସିକୁ ସାବଧାନ !

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏବେ ଖରା ଦିନ ବି ଆସିଗଲାଣି।…

6 years ago

ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ ସୋମବାର…

6 years ago

ଲକ୍‌ଡାଉନ ଅବଧି ଆଉ ମାସେ ବଢ଼ାଯାଉ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ମୁକାବିଲାର ଗୋଟିଏ ବାଟ ହେଉଛି ଲକ୍‌ଡାଉନ୍‌। ତେଣୁ ଏହି ଲକ୍‌ଡାଉନକୁ ଆହୁରି ମାସେ ବଢ଼ାଇବା ଦରକାର। କରୋନା ଚେନ୍‌କୁ ଭାଙ୍ଗିବାକୁ ହେଲେ ଲକ୍‌ଡାଉନ…

6 years ago

ଆମେରିକାରେ କରୋନା ତାଣ୍ଡବ ଜାରି: ମୃତ୍ୟୁ ସଂଖ୍ୟା ୫୫ ହଜାର ଟପିଲା

ଓ୍ବାଶିଂଟନ,୨୭।୪: ଆମେରିକାରେ କରୋନାର ତାଣ୍ଡବ ଜାରି ରହିଛି। ଆମେରିକାରେ ମୃତ୍ୟୁ ସଂଖ୍ୟା ୫୫,୪୧୫ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୩୨୨ ଛୁଇଁଛି। ଇତିମଧ୍ୟରେ…

6 years ago

କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ, ୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି…

6 years ago

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ…

6 years ago

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ମୁମ୍ବାଇ,୨୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୦୬୮ରେ ପହଞ୍ଚିଥିବା ବେଳେ ୩୪୨…

6 years ago

କମ ଦରମା-ବିନା ପିପିଇରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କଲେ ନର୍ସିଂ ଷ୍ଟାଫ୍‌: ୧୦୦ରୁ ଅଧିକ ଦେଲେ ଇସ୍ତଫା

ଜୟପୁର,୨୭।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ରାଜସ୍ଥାନରେ ୧୦୦ରୁ ଅଧିକ ନର୍ସିଂ ଷ୍ଟାଫ୍‌ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା…

6 years ago

କରୋନା ଆସୁଛି ଦିଲ୍ଲୀରୁ: ଅନିଲ

ଚଣ୍ଡିଗଡ଼,୨୭।୪: ହରିୟାଣାରେ କରୋନା ସଂକ୍ରମଣ ପାଇଁ ଦିଲ୍ଲୀ ଦାୟୀ ବୋଲି କହିଛନ୍ତି ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ। ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ…

6 years ago