କରୋନା ଭାଇରସ୍‌

ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ

ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ ରଥଯାତ୍ରାକୁ…

6 years ago

ଗୋଟିଏ ଦିନର ଦରମା ଦେଲେ ଓୟୁଏଟି କର୍ମଚାରୀ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବୈଜ୍ଞାନିକ ଓ କର୍ମଚାରୀମାନେ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ…

6 years ago

ଠିକ୍‌ ସମୟରେ ନିଆଯାଇଛି ଲକ୍‌ ଡାଉନ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୪: ନୀତି ଆୟୋଗର ସଦସ୍ୟ ତଥା କୋଭିଡ-୧୯କୁ ନେଇ ଗଠିତ ଉଚ୍ଚସ୍ତରୀୟ ସମିତିର ଅଧ୍ୟକ୍ଷ ଡାକ୍ତର ଭିକେ ପଲ କହିଛନ୍ତି, କରୋନା ଭାଇରସର ମୁକାବିଲା କରିବାକୁ ଲକ୍‌ଡାଉନ୍‌…

6 years ago

କରୋନା ଯୁଦ୍ଧରେ ହାରିଗଲେ ୪ ମାସର ଶିଶୁ

ଥିରୁଭାନନ୍ତପୁରମ,୨୪।୪: କରୋନା ଭାଇରସରେ ସଂକ୍ରମିତ ହୋଇଥିଲେ କେରଳ କୋଜିକୋଡେ ଜିଲାର ୪ ମାସର ଶିଶୁ। ଏହି ଶିଶୁ ଶେଷରେ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ଶୁକ୍ରବାର ଶିଶୁଙ୍କ…

6 years ago

ଚିନ୍ତା ବଢାଉଛି ଧରାବି

ମୁମ୍ବାଇ,୨୪।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ସର୍ବାଧିକ। ଏହା ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି।…

6 years ago

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର…

6 years ago

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି…

6 years ago

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ ରାଜ୍ୟରେ…

6 years ago

CORONAVIRUS UPDATE: ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲାର। ଏହାକୁ ମିଶାଇ ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ…

6 years ago

କରୋନା ପଜିଟିଭ୍‌ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ

ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର ମନୋବଳ…

6 years ago