କରୋନା ଭାଇରସ୍‌

ଅନ୍ୟ ରାଜ୍ୟରେ ଫସିରହିଥିବା ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ ଯୋଜନା କରୁଛନ୍ତି ସରକାର

ଲକ୍ଷ୍ନୌ,୨୪।୪: ରାଜସ୍ଥାନ କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପରେ ଏବେ ଅନ୍ୟ ରାଜ୍ୟରେ ଫସିଥିବା ଶ୍ରମିକଙ୍କୁ ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଯୋଜନା କରୁଛନ୍ତି। ଶୁକ୍ରବାର କରୋନା…

6 years ago

ଶେରଗଡ଼ରେ ପହଞ୍ଚିଲେ ୧୬ଜଣ ବାହାର ରାଜ୍ୟ ଫେରନ୍ତା: ତଦାରଖ କଲେ ବିଡିଓ, ତହସିଲଦାର

ଶେରଗଡ଼, ୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ସନ୍ଧ୍ୟାରେ ବାହାର ରାଜ୍ୟରୁ ୧୬ଜଣ ବ୍ୟକ୍ତି ଆସି ପହଞ୍ଚିଛନ୍ତି। ସେମାନଙ୍କୁ ନିକଟସ୍ତ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ ଗୃହରେ…

6 years ago

କର୍ନାଟକରେ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିଥିବା ୫ଜଣ ବ୍ୟକ୍ତି କରୋନା ପଜିଟିଭ୍‌: ଜେଲରୁ ଗଲେ ହସ୍ପିଟାଲ

ବେଙ୍ଗାଲୁରୁ,୨୪।୪: ବେଙ୍ଗାଲୁରୁର ପଦାରାୟଣପୁରା ଅଞ୍ଚଳର ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗତ ସପ୍ତାହରେ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ୫ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି।…

6 years ago

କୋଟାରୁ ଫେରିବା ପାଇଁ ଅନଶନରେ ବିହାର ଛାତ୍ରୀ

କୋଟା,୨୪।୪: କରୋନା ଭାଇରସ୍‌ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଯିଏ ଯେଉଁଠାରେ ଅଛନ୍ତି ସେଠାରେ ହିଁ ଫସି ହୋଇରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନ କୋଟାରେ…

6 years ago

ଦିଲ୍ଲୀ ଜଗଜୀବନ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଦିଲ୍ଲୀ ବାବୁ ଜଗଜୀବନ ରାମ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ କରୋନାରେ ସଂକ୍ରମିତ…

6 years ago

ଭଦ୍ରକ ଜିଲା ସଟ୍‌ଡାଉନ୍‌: କୁଲଣାଠାରେ ମଞ୍ଜୁରୀରୋଡ-ଛତାବର ମୁଖ୍ୟ ରାସ୍ତା ସିଲ, ୪ ପଞ୍ଚାୟତ ଲୋକେ ହିନସ୍ତା

ଭଣ୍ଡାରିପୋଖରୀ,୨୪।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଯୋନ୍‌ ଭାବେ ଘୋଷଣା କରାଯାଇଛି। ପଞ୍ଚାୟତର ୨୩ଟି…

6 years ago

ଦିଲ୍ଲୀ ପାଇଁ ଖୁସି ଖବର: ପ୍ରଥମ ପର୍ଯ୍ୟାୟରେ ସଫଳ ହେଲା ପ୍ଳାଜମା ଥେରାପି

ନୂଆଦିଲ୍ଲୀ,୨୪।୪: କରୋନା ଭାଇରସ୍‌ ମହାସଙ୍କଟରେ ଗତି କରୁଥିବା ଦିଲ୍ଲୀ ପାଇଁ ଖୁସି ଖବର। ପ୍ରଥମ ପର୍ଯ୍ୟାୟରେ ପ୍ଲାଜମା ଥେରାପି ସଫଳ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ…

6 years ago

କରୋନାରେ ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ନିଧନ

ନ୍ୟୁୟର୍କ: ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର ସାମ୍ନାକୁ ଆସିଛି। ଫ୍ରେଡ୍‌ ୩୫ ବର୍ଷ ବୟସରେ ଦୁନିଆରୁ ବିଦାୟ ଦେଇଛନ୍ତି। ଫ୍ରେଡ୍‌ଙ୍କ ବନ୍ଧୁ…

6 years ago

ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ

ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ…

6 years ago

ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ପଞ୍ଚାୟତ…

6 years ago