କରୋନା ଭାଇରସ୍‌

ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା…

6 years ago

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ…

6 years ago

୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍‌ ଡାଉନ୍‌ ଜାରି ସତ୍ତ୍ୱେ ଏପ୍ରିଲ୍‌ ୧୪ରୁ ୨୨ ଗତ ୮…

6 years ago

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କରୋନା ସଂକ୍ରମଣ ରୋକିବାକୁ ଶପଥ ନେଲେ ସରପଞ୍ଚ

ପାଟଣା,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ ଜଣ ସରପଞ୍ଚ ବୁଧବାର ବ୍ଲକ ଭିସି କକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସିଧାସଳଖ ଯୋଡ଼ି ହୋଇ…

6 years ago

କରୋନା ପରେ ପୁଣି ମାଡ଼ିଆସୁଛି ବଡ଼ ବିପଦ; ଭୋକରେ ୨୫ କୋଟି ଲୋକଙ୍କ ମୃତ୍ୟୁ ଘଟିବା ଆଶଙ୍କା: ଜାତିସଂଘ

ଜେନେଭା,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ବହୁ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଧୀରେଧୀରେ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିିଛି। କରୋନା ପରେ…

6 years ago

କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ସ୍ଥିତ ଲ୍ୟାବ୍‌ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା…

6 years ago

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା: ଜଣେ କର୍ମଚାରୀ ପଜିଟିଭ୍‌

ନୂଆଦିଲ୍ଲୀ,୨୨।୪: କରୋନା ବିରୋଧରେ ଭାରତରେ ଲଢ଼େଇ ଜାରି ରହିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ ଜଣେ କର୍ମଚାରୀଙ୍କ ନମୁନା ପରୀକ୍ଷାରେ ସେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି।…

6 years ago

ଟ୍ରକ୍‌, ଆମ୍ବୁଲାନ୍ସରେ ବେଆଇନ୍‌ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ

ଛତ୍ରପୁର, ୨୨।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର, ଖୋର୍ଦ୍ଧା,…

6 years ago

ସାନିଟାଇଜର-କୀଟାଣୁନାଶକ ସ୍ପ୍ରେ ବି ନୁହେଁ ସୁରକ୍ଷିତ; ତ୍ୱଚାକୁ ପହଞ୍ଚାଏ କ୍ଷତି: ଏଏମ୍‌ଏଆଇ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ସାବୁନରେ ହାତ ଧୋଇବା ଅବା ପାଣିର ଅଭାବରେ…

6 years ago

କରୋନା ସଂକ୍ରମଣ: ମୃତକଙ୍କ ପାଇଁ ୧୫ ପୃଷ୍ଠାର ଶୋକ ପ୍ରକାଶ କଲା ଆମେରିକା ଖବର କାଗଜ

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଆମେରିକାର ଏକ ଖବର କାଗଜ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିବା ଲୋକଙ୍କ ଉଦ୍ଦେଶ୍ୟରେ ୧୫ ପୃଷ୍ଠାର…

6 years ago