କରୋନା ଭାଇରସ୍‌

ଜରୁରୀ ରୋଗୀ ସେବା ପାଇଁ ୧୦ଅଟୋକୁ ଅନୁମତି

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିପାଇଁ ଜରୁରୀକାଳିନ ସେବା ମିଳିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ତେବେ ଲୋକଙ୍କ ସୁବିଧା…

6 years ago

ନେପାଳ ସୀମାରେ ସଂକ୍ରମଣ ବଢ଼ାଇପାରେ ପାକ୍‌

ନୂଆଦିଲ୍ଲୀ, ୧୬।୪: ଭାରତ-ନେପାଳରେ ସୀମାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର କରିପାରେ ବୋଲି ଭାଜପା ଏମ୍‌ପି ବିଜୟ ଦୁବେ ଆଶଙ୍କା ବ୍ୟକ୍ତ କରିଛନ୍ତି।…

6 years ago

ଗରିବ ଦେଶରୁ ବନ୍ଦ ରହିବ ଋଣ ଆଦାୟ: ଜି-୨୦ ବୈଠକରେ ନିଷ୍ପତ୍ତି

ଜୋହାନ୍ସବର୍ଗ,୧୬ା୪: କରୋନା ଯୋଗୁ ସାରା ବିଶ୍ୱ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଗରିବ ଦେଶଗୁଡ଼ିକ ନେଇଥିବା ଋଣ ପରିଶୋଧ ପାଇଁ ଅଧିକ ସମୟ ଦେବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀର…

6 years ago

ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର

ବେଜିଂ,୧୬।୪: କରୋନା ଭାଇରସ୍‌ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ…

6 years ago

ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ

କଟକ ଅଫିସ୍‌,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍‌ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା…

6 years ago

ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି…

6 years ago

ବିଶ୍ୱକୁ ବାଟ ବତାଇଛନ୍ତି ଏମାନେ

ଆଇସଲାଣ୍ଡରୁ ତାଇଓ୍ବାନ ଓ ଜର୍ମାନୀରୁ ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ମହିଳାମାନେ ବିଶ୍ୱକୁ ମହାମାରୀ କରୋନାରୁ ମୁକ୍ତିର ବାଟ ବତାଉଛନ୍ତି। ଫିନ୍‌ଲାଣ୍ଡ, ଆଇସ୍‌ଲାଣ୍ଡ ଓ ଡେନ୍‌ମାର୍କ ସବୁଠି ଏହି ଘାତକ…

6 years ago

ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ…

6 years ago

୨୦ ପରେ କ’ଣ କରିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ସତ୍ତ୍ୱେ ନିର୍ଦ୍ଦିଷ୍ଟ ଅଞ୍ଚଳରେ କୃଷକ ଓ ଦିନ ମଜୁରିଆମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପ୍ରିଲ ୨୦ ପରେ କେଉଁସବୁ କାର୍ଯ୍ୟ କରିବାକୁ ଅନୁମତି ମିଳିବ…

6 years ago

ଆସାମକୁ ୫୦ହଜାର ପିପିଇ କିଟ୍‌ ପଠାଇଲା ଚାଇନା

ଗୁଆହାଟୀ,୧୬।୪(ପି.ଟି.): କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ ଚାଇନାରୁ ଆସାମକୁ ଆସିଛି ୫୦ହଜାର ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌। କୋଭିଡ-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗଧାଡ଼ିର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ…

6 years ago