କରୋନା ଭାଇରସ୍‌

କରୋନା ଯାଞ୍ଚ ପାଇଁ ଯାଇଥିବା ଡାକ୍ତର, ପୋଲିସ ଉପରେ ପଥରମାଡ଼

ମୁରାଦାବାଦ,୧୫ା୪: ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଡାକ୍ତରୀ ଦଳର ଏକ୍‌ ଟିମ୍‌କୁ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବୁଧବାର ମୁରାଦାବାଦର ନାଗଫଣୀ ଥାନା ଅନ୍ତର୍ଗତ ହାଜି ନେକ…

6 years ago

ଭାରତରେ ୧୧ହଜାରରୁ ଊର୍ଦ୍ଧ୍ୱ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୪: ଦେଶରେ ଲକ୍‌ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୧୧ହଜାରରୁ ଉର୍ଦ୍ଧ୍ୱ ଟପିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ହୋଇ ୩୭୭ଜଣଙ୍କର…

6 years ago

ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ

ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ ଘଟିଛି। ନଜିରାବାଦରେ ରହୁଥିବା ୬୪ ବର୍ଷୀୟ ବୃଦ୍ଧଙ୍କ ବୁଧବାର ଦ୍ୱିପ୍ରହରରେ କରୋନା ଭାଇରସ୍‌ରେ ମୃତ୍ୟୁ ହୋଇଥିବା…

6 years ago

କରୋନାକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା: ବାଗ୍‌ଚୀ ଦେଲେ ୧୨ଟି ତଥ୍ୟ, ଧ୍ୟାନ ନ ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ ସମ୍ପନ୍ଧୀୟ ଭ୍ରାନ୍ତ ଧାରଣା ରହିଥିବା ବୁଧବାର  ଗୀତଗୋବିନ୍ଦ ସଦନରେ…

6 years ago

କୋଭିଡ୍‌- ୧୯ ସବୁ ବିଶ୍ୱକପ୍‌ଠାରୁ ବଡ଼: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍‌ଠାରୁ…

6 years ago

କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ…

6 years ago

କୋଭିଡ୍‌-୧୯: ଟୁର ଡି ଫ୍ରାନ୍ସ ସ୍ଥଗିତ

ପ୍ୟାରିସ୍‌,୧୫।୪ (ଏପି): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଟୁର ଡି ଫ୍ରାନ୍ସ ଆୟୋଜନ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଶେଷରେ ଏହାକୁ ସ୍ଥଗିତ ରଖାଯାଇଛି। ବିଶ୍ୱର…

6 years ago

ଟିକ୍‌ଟକ୍‌ ଭିଡିଓ କରି ମାସ୍କର ଉଡ଼ାଉଥିଲେ ମଜା, ଏବେ ନିଜେ କରୋନା ଆକ୍ରାନ୍ତ

ସମଗ୍ର ବିଶ୍ୱକୁ ମହାମାରୀ କରୋନା ଭୂତାଣୁ ଗ୍ରାସ କରିଥିବା ବେଳେ ଟିକ୍‌ଟକ୍‌ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ଜଣେ ଟିକ୍‌ଟକ୍‌ ୟୁଜର ମାସ୍କର ମଜା ଉଡ଼ାଉଥିବା…

6 years ago

ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ଚିନ୍ତା

ବିଜେପୁର,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ ଏହାକୁ…

6 years ago

ସୂର୍ଯ୍ୟନଗର ଆବଦ୍ଧାଞ୍ଚଳରେ ବଳବତ୍ତର ରହିଲା କଟକଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜଧାନୀ ସୂର୍ଯ୍ୟନଗରରେ ଆବଦ୍ଧାଞ୍ଚଳ କଟକଣା ବଳବତ୍ତର ରହିଛି। ବିଏମ୍‌ସି ଦ୍ୱାରା ଜାରି କରାଯାଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ ବୁଧବାର ଏହା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର…

6 years ago