କରୋନା ଭାଇରସ୍‌

ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ…

6 years ago

ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !

ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ…

6 years ago

୩ ପଞ୍ଚାୟତକୁ ସାନିଟାଇଜ୍‌ କଲା ଆଇଆର୍‌ଇ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟ ପକ୍ଷରୁ ନିକଟବର୍ତ୍ତୀ କଣମଣା, ଆର୍ଜିପଲ୍ଲୀ ଓ କାଳୀପାଲି ପଞ୍ଚାୟତକୁ ସାନିଟାଇଜ୍‌ କରାଯାଇଛି। ପ୍ଲାଣ୍ଟର ସିଜିଏମ ଏ. ଜେ. ଜନର୍ଥନନ୍‌ଙ୍କ…

6 years ago

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ…

6 years ago

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି…

6 years ago

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି।…

6 years ago

ମାସ୍କ୍‌ ପିନ୍ଧିବା ଜରୁରୀ, ବାହାରେ ଛେପ ପକାଇଲେ ଜରିମାନା ସହ ଜେଲଦଣ୍ଡ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହା ସହିତ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଲଢ଼େଇ ଲାଗି ମାର୍ଗ…

6 years ago

ଚିଲିକାରେ ସୃଷ୍ଟି ହୋଇପାରେ ୩ୟ ମୁହାଣ

କୃଷ୍ଣପ୍ରସାଦ, ୧୫ା୪ (ଡି.ଏନ.ଏ.): ମହାମାରୀ କରୋନା ଭୟ ଲାଗି ରହିଥିବାବେଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସଠାରେ ବଙ୍ଗୋପସାଗର କୂଳ ଲଘିଂବାରେ ଲାଗିଛି। ସମୁଦ୍ର ଓ ଚିଲିକା…

6 years ago

ପୁରୀ: କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୧୫ା୪: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ମଙ୍ଗଳବାରଠାରୁ ପୁରୀରେ ୧୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ୬୦ ଶଯ୍ୟା ଓ…

6 years ago