କରୋନା ଭାଇରସ୍‌

ଧରାବିରେ ୪୩ ସଂକ୍ରମିତ, ୪ ମୃତ

ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍‌ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ…

6 years ago

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ…

6 years ago

ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ…

6 years ago

ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ

ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ…

6 years ago

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ,…

6 years ago

ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍‌ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍‌ ମୂଲ୍ୟ…

6 years ago

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ-ପିଓକେରେ ବଢୁଛି କରୋନା ସଂକ୍ରମଣ: ପାକିସ୍ତାନ ସରକାରଙ୍କ ନାହିଁ ନିଘା

ଇସଲାମାବାଦ,୧୨।୪: କରୋନା ସଂକ୍ରମଣ ଯୋଗୁ ପାକିସ୍ତାନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଗିଲ୍‌ଗିଟ୍‌, ବଲ୍ଟିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସଂକ୍ରମିତଙ୍କ ସଂଖ୍ୟାରେ ଅଧିକ…

6 years ago

କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍‌ ଜନସନ୍‌: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ

ଲଣ୍ଡନ,୧୨।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ…

6 years ago

ଆମାଜନ୍‌ ଜଙ୍ଗଲରେ ପହଞ୍ଚିଲା କରୋନା: ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ

ସାଓ ପାଓଲୋ,୧୨।୪: କରୋନା ସଂକ୍ରମଣ ଏବେ ବ୍ରାଜିଲ୍‌ର ଆମାଜନ୍‌ ଜଙ୍ଗଲରେ ପହଞ୍ଚିଛି। ସଂକ୍ରମଣ ଯୋଗୁ ଏଠାରେ ଜଣେ ୧୫ ବର୍ଷ ବୟସ୍କ ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ…

6 years ago

ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ

ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ ସଂକ୍ରମିତଙ୍କ…

6 years ago