କରୋନା ଭାଇରସ୍‌

ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ…

6 years ago

ଶତାଧିକ ନିରାଶ୍ରୟଙ୍କୁ ଜଳଖିଆ ଦେଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ଶୁକ୍ରବାର ସକାଳେ ସହରରେ ଥିବା ନିରଶ୍ରୟଙ୍କୁ ଜଳଖିଆ ପ୍ରଦାନ କରାଯାଇଛି। ମାଷ୍ଟରକ୍ୟାଣ୍ଟିନ୍‌ ଓ ରାମ ମନ୍ଦିର ପାର୍ଶ୍ୱରେ ଥିବା ୫୦୦ ନିରାଶ୍ରୟଙ୍କୁ…

6 years ago

କରୋନାରେ ଅଧିକ ମରୁଛନ୍ତି ଅଣଶ୍ୱେତାଙ୍ଗ ଆମେରିକୀୟ

ଓ୍ବାଶିଂଟନ,୧୧ା୪: ମହାମାରୀ କରୋନା ସଂକ୍ରମଣରେ ଯୁକ୍ତରାଷ୍ଟ୍ର ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪,୬୮,୮୯୫ରେ ପହଞ୍ଚତ୍ଥିବାବେଳେ ୧୬ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି।…

6 years ago

କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ ନୁହେଁ,…

6 years ago

କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ

କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ବ୍ୟକ୍ତି…

6 years ago

ବିସ୍ଫୋରକ ରୂପ ନେଲା କାଜୁ ଜଙ୍ଗଲ ବିବାଦ: ସଂଘବଦ୍ଧ ଆକ୍ରମଣରେ ୨ ଆଦିବାସୀ ନିହତ

ନୟାଗଡ ଅଫିସ/ରଣପୁର,୧୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ରାଇପଡାସ୍ଥିତ କାଜୁ ଜଙ୍ଗଲକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଶୁକ୍ରବାର ବିସ୍ପୋରକ ରୂପ ନେଇଛି। ରାଇପଡା ନୂଆସାହି ଲୋକଙ୍କ…

6 years ago

ସୁସ୍ଥ ହେଲେ ପୁରୀର ଏକମାତ୍ର କରୋନା ଆକ୍ରାନ୍ତ

ପୁରୀ ଅଫିସ,୧୧।୪: କରୋନାକୁ ନେଇ ପୁରୀ ଜିଲାବାସୀଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଥିଲା ସେଥିରେ କିଛି ମାତ୍ରାରେ ଆସ୍ବସ୍ଥ ହୋଇଛନ୍ତି ଜିଲାବାସୀ। ଜିଲାର ପ୍ରଥମ କରୋନା ଆକ୍ରାନ୍ତ…

6 years ago

କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି…

6 years ago

ନ୍ୟୁୟର୍କରେ ସର୍ବାଧିକ ସଂକ୍ରମିତ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟାରେ ବିଶ୍ୱର ସମସ୍ତ ଦେଶଠାରୁ ଆମେରିକାର ନ୍ୟୁୟର୍କ ପ୍ରଦେଶ ଟପିଯାଇଛି। କେବଳ ନ୍ୟୁୟର୍କରେ ଗୁରୁବାର ୧୦,୩୩୩ ଜଣ ସଂକ୍ରମିତ ହେବା ସହ…

6 years ago

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦: ୧୨ ସୁସ୍ଥ, ୧ ମୃତ, ବିଭିନ୍ନ ହସ୍ପିଟାଲରେ ୩୭ ଚିକିତ୍ସାଧୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶୁକ୍ରବାର ୨ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

6 years ago