କରୋନା ଭାଇରସ୍‌

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ…

6 years ago

୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ…

6 years ago

ଜେଲରୁ ମୁକୁଳିଲେ ୨୯୬୩ କଏଦୀ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍‌ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ ଜେଲରେ…

6 years ago

କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ନବୀନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): କରୋନା ମୁକାବିଲା ନେଇ ଆଗକୁ କିପରି ରଣନୀତି କରାଯିବ, ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାବାର୍ତ୍ତା ହେବେ।…

6 years ago

ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର…

6 years ago

ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଛୁଇଁଲା

ଭୁବନେଶ୍ୱର,୧୧।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଁଚିଛି।ଶୁକ୍ରବାର ଏ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା…

6 years ago

କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ସହ…

6 years ago

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ…

6 years ago

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି ଯାହା…

6 years ago

ଭଲ ଖବର: ସାଙ୍ଗଲି ଜିଲାରେ ୨୬ କରୋନା ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥ ହେଲେ ୨୪

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ କାୟା ବିସ୍ତାର କରିଥିବା ବେଳେ ଏବେ ସେଠାକାର ସାଙ୍ଗଲି ଜିଲାରୁ ଆସିଛି ଖୁସି ଖବର। ଉକ୍ତ ଜିଲାରେ ୨୬ କରୋନା ସଂକ୍ରମିତଙ୍କ…

6 years ago