କରୋନା ଭାଇରସ୍‌

ଯୋଡ଼ାରେ କୋଭିଡ୍‌-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ

ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର…

6 years ago

ଦୁଇ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ: ୪୨ ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ

ଭୁବନେଶ୍ୱର, ୧୦ା୪(ବ୍ୟୁରୋ): ରାଜ୍ୟରେ ୨ ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ୬ଟି ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେଥିରେ ରାଜ୍ୟରେ ପ୍ରଥମ ଥର ପାଇଁ…

6 years ago

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ ମୃତ୍ୟୁ…

6 years ago

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’ ୧…

6 years ago

ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ…

6 years ago

କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍‌ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୦।୪ (ଏଏଫ୍‌ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର ଚିକିତ୍ସା…

6 years ago

ଖେଳାଳିଙ୍କୁ ପାଉଣା ଦେଲା ବିସିସିଆଇ: କଷ୍ଟକର ସମୟରେ କାହାକୁ ଅଣଦେଖା କରାଯିବନି

ନୂଆଦିଲ୍ଲୀ, ୧୦।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଦାୟିତ୍ୱରେ ହେଳା କରିନାହିଁ। କେନ୍ଦ୍ରୀୟ ଚୁକ୍ତିଭୁକ୍ତ…

6 years ago

ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ

ହିଳିକାଟୁ,୧୦ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା…

6 years ago

କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା…

6 years ago

ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି…

6 years ago