କଟକ ଅଫିସ୍,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା…
ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ…
ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସିଲ୍…
ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।…
ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ…
ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି ବଜାରକୁ…
ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ…
ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି,…
ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍, ଯାତ୍ରୀ ସଂରକ୍ଷଣ…
ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍ସାରରେ…