କରୋନା ଭାଇରସ୍‌

କ୍ୟାନସର ହସ୍ପିଟାଲର ୧୮ ସ୍ବାସ୍ଥ୍ୟକର୍ମୀ କରୋନା ପଜିଟିଭ

ନୂଆଦିଲ୍ଲୀ,୭।୪: ରାଜଧାନୀ ଦିଲ୍ଲୀରେ ଥିବା ଦିଲ୍ଲୀ ଷ୍ଟେଟ କ୍ୟାନସର ଇନଷ୍ଟିଚ୍ୟୁଟ(ଡିଏସ୍‌ସିଆଇ)କୁ ସୋମବାର ସିଲ୍‌ କରି ଦିଆଯାଇଛି। ସେଠାରେ ୧୮ ସ୍ବାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିବା ପରେ…

6 years ago

କରୋନା ଭୂତାଣୁଠାରୁ ଅଧିକ ଭୟଙ୍କର ସୋସିଆଲ୍‌ ମିଡ଼ିଆ ଗୁଜବ: ଧ୍ୟାନ ନ ଦେବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ,୭।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଉଥିବା କିଛି ଗୁଜବକୁ ନେଇ ସରକାର ବେଶ୍‌…

6 years ago

ମାସ୍କ ନ ମିଳିବାରୁ ରାଗିଲେ ଡାକ୍ତର

ବିଶାଖାପଟନମ,୭।୪: କରୋନା ସଂକ୍ରମଣଠାରୁ ଦୂରେଇ ରହିବାକୁ ସାଧାରଣ ଲୋକଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କିଛି ରାଜ୍ୟରେ ଘୋଷଣା କରାଯାଇଛି। ହେଲେ ଯେଉଁଠି ଡାକ୍ତରଙ୍କ ପାଇଁ ମାସ୍କ…

6 years ago

କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ…

6 years ago

କରୋନା ସଂକ୍ରମଣ: ବ୍ରିଟେନରେ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

ଲଣ୍ଡନ,୭।୪: ବ୍ରିଟେନରେ କାର୍ଯ୍ୟରତ ଜଣେ ଭାରତୀୟ ଡାକ୍ତର ଜିତେନ୍ଦ୍ର କୁମାର ରାଥୋଡଙ୍କର କରୋନା ସଂକ୍ରମଣରେ ସୋମବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡାକ୍ତର ରାଥୋଡ ୧୯୭୭ରେ ବମ୍ବେ…

6 years ago

କରୋନା ସହିତ ଲଢ଼େଇ ପାଇଁ ଭାରତର ପ୍ରସ୍ତୁତି: ପାଖରେ ରହିଛି ଶହେ କୋଟି ମାସ୍କ୍‌-ଦେଢ଼କୋଟି ପିପିଇ କିଟ୍‌

ନୂଆଦିଲ୍ଲୀ ,୭।୪: କରୋନା ସହିତ ଲମ୍ବା ଲଢ଼େଇ ଲାଗି ଭାରତ ପ୍ରସ୍ତୁତ ହେବାରେ ଲାଗିଛି। ଦେଶରେ ଏବେ ଶହେକୋଟି ପାଖାପାଖି ଏନ୍‌-୯୫ ମାସ୍କ୍‌ ଥିବା ବେଳେ ଦେଢ଼କୋଟିରୁ…

6 years ago

ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନାକୁ ହରାଇଲେ ୮୨ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୭।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ କରୋନାରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ଯେଉଁଥିରେ ତବଲିଘ…

6 years ago

ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର…

6 years ago

ଲକ୍‌ଡାଉନ୍‌ ହଟିବା ପରେ ବି ରହିବ କଟକଣା !

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣକୁ ରୋକିବାକୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଏହା ପୂରଣ ହେବାକୁ ଆଉ ମାତ୍ର ୭ ଦିନ ବାକି ଥିବା…

6 years ago

କାଗଜ ଟଙ୍କାରେ ୪ ଦିନ, ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ: ଶପିଂ ବ୍ୟାଗ୍‌କୁ ଗୋଟେ ଦିନ ରଖନ୍ତୁ ଅଲଗା !

ବେଜିଂ,୭।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁର ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ତେଣୁ ଏହାକୁ…

6 years ago