କରୋନା ଭାଇରସ୍‌

ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍‌ ଡାଉନ୍‌: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା, ମାଛ,…

6 years ago

ପୋଲିସକର୍ମୀଙ୍କୁ ଆକ୍ରମଣ କଲେ ଆକ୍ରମଣକାରୀଙ୍କ ଉପରେ ଲାଗିବ ଏନ୍‌ଏସ୍‌ଏ: ଯୋଗୀ

ଲକ୍ଷ୍ନୌ,୩।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ପୋଲିସକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ ହେଉଥିବା…

6 years ago

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା…

6 years ago

କରୋନାକୁ ହରାଇବା ପାଇଁ ‘ମେଗାପ୍ଲାନ୍‌’ ଉପରେ ଚର୍ଚ୍ଚା: ପ୍ରତିରକ୍ଷାମନ୍ତ୍ରୀଙ୍କ ଘରେ ବସିଲା ବୈଠକ

ନୂଆଦିଲ୍ଲୀ,୩।୪: ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶୁକ୍ରବାର ମୋଦିଙ୍କ ଭିଡିଓ ବାର୍ତ୍ତା ପରେ ଏହା ବିରୋଧରେ ମୁକାବିଲା ପାଇଁ କେନ୍ଦ୍ରୀୟ ମନ୍ତ୍ରୀମାନଙ୍କର ଏକ…

6 years ago

ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି।…

6 years ago

ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଖାଦ୍ୟ, ପାଣି ବଣ୍ଟନ

ପୁରୁଷୋତ୍ତମପୁର, ୩।୪(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନ କରାଯାଇଥିବା ବେଳେ ଗରିବ ଦିନ ମଜୁରିଆମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। କାମଧନ୍ଦା ନ ପାଇ…

6 years ago

ନିୟୋଜିତ ହେବେ ଅବସରପ୍ରାପ୍ତ ସେନା କର୍ମଚାରୀ

ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ମହାମାରୀର ମୁକାବିଲା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ହୋଇଥିବାବେଳେ ଆବଶ୍ୟକସ୍ଥଳେ ରାଜ୍ୟ ଓ ଜିଲା ପ୍ରଶାସନକୁ ସହାୟତା କରିବା ଲାଗି ଅବସରପ୍ରାପ୍ତ ସେନା କର୍ମଚାରୀ(ଇଏସ୍‌ଏମ୍‌)ମାନଙ୍କୁ ନିୟୋଜିତ…

6 years ago

୧୦ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩ା୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ…

6 years ago

ଜମିରେ ଜୀବନ

ଜାଲନା: କରୋନା ଭାଇରସ୍‌ ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଭାରତ। ମହାମାରୀ ପାଲଟିଥିବା ଏହି ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ମାଡ଼ି ଚାଲିଥିବାବେଳେ ଏହାକୁ ଅଟକାଇବା ଲାଗି କେନ୍ଦ୍ର…

6 years ago

ଶେନ୍‌ଜେନ୍‌ରେ ବିଲେଇ, କୁକୁର ଖାଇବାକୁ ବାରଣ

ଶେନ୍‌ଜେନ୍‌,୩ା୪: ଚାଇନାର ଦକ୍ଷିଣାଞ୍ଚଳ ସହର ତଥା ଟେକ୍ନୋଲୋଜିର ହବ୍‌ କୁହାଯାଉଥିବା ଶେନ୍‌ଜେନ୍‌ରେ ବିଲେଇ ଓ କୁକୁରଙ୍କ ମାଂସ ଖାଇବା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆସନ୍ତା ମେ…

6 years ago