କରୋନା ଭାଇରସ୍‌

ଗୀତରେ କରୋନା ସଚେତନତା କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ୍‌,୧।୪-ଘାତକ କରୋନା ଭୂତାଣୁ ସଂକ୍ରମଣ ଏବେ ବିଶ୍ୱବ୍ୟାପୀ ଚିନ୍ତା ପାଲଟିଛି । ଏହାକୁ ପ୍ରତିହତ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରି ନଥିବା ଯୋଗୁ…

6 years ago

କୋଭିଡ-୧୯: କର୍ମଚାରୀଙ୍କ ଦରମା କାଟିଲା ନ୍ୟୁଜିଲାଣ୍ଡ ରଗ୍‌ବୀ

ଓ୍ବେଲିଂଟନ,୧।୪(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ କାରଣରୁ ନ୍ୟୁଜିଲାଣ୍ଡ ରଗ୍‌ବୀ (ଏନ୍‌ଜେଡ୍‌ଆର) ପାଖାପାଖି ୬୦ ମିଲିୟନ ଆମେରିକୀୟ ଡଲାର କ୍ଷତି ସହିବ ବୋଲି ଆଶଙ୍କା ପ୍ରକାଶ କରିଛି। ଫଳରେ ନୁଜିଲାଣ୍ଡ…

6 years ago

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା। ତେବେ…

6 years ago

ଆଳିରେ ନିଜାମୁଦ୍ଦିନ ଫେରନ୍ତା ଚିହ୍ନଟ: ଆଇସୋଲେଶନରେ ରଖିଲା ପୋଲିସ

ଆଳି,୧।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାରୁ କେତେଜଣ ମୌଲାନା ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଆଳି ଅଞ୍ଚଳର ଜନୈକ ମୌଲାନାଙ୍କୁ ଚିହ୍ନଟ…

6 years ago

କୋଭିଡ-୧୯: ମ୍ୟାକ୍‌ଏନ୍‌ରୋ କରୋନା ପଜିଟିଭ୍‌

ଓ୍ବାଶିଂଟନ,୧ା୪(ଏ.ପି.)- ଆମେରିକାର ପୂର୍ବତନ ଡେଭିସ କପ୍‌ ଅଧିନାୟକ ପାଟ୍ରିକ୍‌ ମେକ୍‌ଏନ୍‌ରୋ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ସେ…

6 years ago

ତବଲିଗ୍‌ ଜମାତ୍‌ ନେଇ ହରଡ଼ଘଣାରେ ସରକାର !

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ନେଇ ଏବେ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ୩୨ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ…

6 years ago

ଦ୍ୱିତୀୟ ଦିନରେ ରବି ଟକିଜ୍‌ ଛକରୁ ମ୍ୟୁଜିୟମ୍‌ ଛକ ପର୍ଯ୍ୟନ୍ତ ଚାଲିଛି ସାନିଟାଇଜ୍‌

କଟକରୋଡ, ୧।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ସାନିଟାଇଜ କାର୍ଯ୍ୟକ୍ରମ। ବୁଧବାର ଏହି କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପହଞ୍ଚିଛି। ପୂର୍ବାହ୍ନ…

6 years ago

କରୋନା ସହାୟତା: ହକି ଇଣ୍ଡିଆର ୨୫ ଲକ୍ଷ ଟଙ୍କା ଦାନ

ନୂଆଦିଲ୍ଳୀ,୧।୪(ପି.ଟି.): କୋଭିଡ-୧୯ ମହାମାରୀକୁ ରୋକିବା ଅଭିଯାନରେ ସାମିଲ ହୋଇଛି ହକି ଇଣ୍ଡିଆ। ଏଥିପାଇଁ ହକି ଇଣ୍ଡିଆ ୨୫ ଲକ୍ଷ ଟଙ୍କା ଦାନ କରିଛି। ବୁଧବାର ପ୍ରଧାନମନ୍ତ୍ରୀ କେୟାର୍ସ…

6 years ago

ଲକ୍‌ଡାଉନ୍‌କୁ ମାନିଲେନି ଶ୍ରମିକ, ଘରକୁ ଫେରିବା ଲାଗି ଭଙ୍ଗା ଗୋଡ଼ରୁ ନିଜେ ଖୋଲିଦେଲେ ପ୍ଲାଷ୍ଟର

ଭୋପାଳ,୧ା୪ : କରୋନା ଭାଇରସ୍‌କୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିସ୍ଥିତିରେ ଘରଦ୍ୱାର ଛାଡ଼ି ରୋଜଗାର ଆଶାରେ ବାହାରେ ଯାଇଥିବା କିଛି ଶ୍ରମିକ…

6 years ago

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ…

6 years ago