କରୋନା ଭାଇରସ୍‌

୫୦ ଲକ୍ଷରୁ ଊର୍ଦ୍ଧ୍ୱ ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ ୱାର୍କର୍ସ, ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ନେଲେଣି କରୋନା ‘ପ୍ରିକଶନ ଡୋଜ’: ମାଣ୍ଡବିୟ

ନୂଆଦିଲ୍ଲୀ,୧୮ ।୧: କରୋନା ମହାମାରୀକୁ ହରାଇବାର ଏକମାତ୍ର ଉପାୟ ଭ୍ୟାକ୍ସିନ ବୋଲି କୁହାଯାଉଛି । ଯେଉଁମାନେ ୨ଟି ଡୋଜ ଭ୍ୟାକ୍ସିନ ନେଇ ସାରିଛନ୍ତି ସେମାନେ ଏବେ ‘ପ୍ରିକଶନ ଡୋଜ’ ବା ବୁଷ୍ଟର ଡୋଜ ନେବାକୁ ଯୋଗ୍ୟ । ତେବେ ଜାନୁୟାରୀରୁ ଆରମ୍ଭ…

ଚେତାବନୀ, ସମସ୍ତଙ୍କର ଟିକାକରଣ ନ ହେଲେ, ଆସୁଥିବ ନୂଆ ନୂଆ ଭାରିଆଣ୍ଟ…

ନୂଆଦିଲ୍ଲୀ, ୧୮।୧ : ଜାତିସଂଘର ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ ୨୦୨୨ ବର୍ଷରେ ବହୁବିଧ ସଂସ୍କାର ଆଣିବା ସହିତ ଉପଯୁକ୍ତ ପଦକ୍ଷେପ ନେବାକୁ ବିଶ୍ୱ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ କରୋନା ମହାମାରୀର ମୁକାବିଲା ସମାନତା ଏବଂ ନିରପେକ୍ଷତାର ଆଧାରରେ…

ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ…

ସ୍ଥିତି ସଙ୍କଟ ଜନକ, ମୃତ୍ୟୁ ସଂଖ୍ୟା ବଢ଼ାଉଛି ଚିନ୍ତା …

ନୂଆଦିଲ୍ଲୀ, ୧୮।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୧୮ ଜଣ…

ପ୍ରଭାବ ଶୂନ୍ୟ ୫୦୦ କୋଟି ଟଙ୍କାର କରୋନା ଔଷଧ ସେବନ କରିଛନ୍ତି ଲୋକେ!

ନୂଆଦିଲ୍ଲୀ,୧୮ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ସାରା ବିଶ୍ୱ ଏହାକୁ ଭୟ କରିଯାଇଛି । ତେବେ କରୋନା ମହାମାରୀର ଚିକିତ୍ସା ପାଇଁ ସଫଳ କୁହାଯାଉଥିବା ଓ କୋଭିଡ ପ୍ରୋଟୋକଲରେ ସାମିଲ କରାଯାଇଥିବା କିଛି ଔଷଧର…

ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ…

ଟିକା ନ ନେଲେ କାଫେ-ରେସ୍ତୋରାଁରେ ପ୍ରବେଶ ମନା

ପ୍ୟାରିସ,୧୮ ।୧: କରୋନା ମହାମାରୀ ସାରା ବିଶ୍ୱକୁ କଲବଲ କରୁଥିବା ବେଳେ ଏବେ ଏହାକୁ ରୋକିବାକୁ ଫ୍ରାନ୍ସ ସଂସଦରେ ନୂଆ ଆଇନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏଥିରେ କୁହାଯାଇଛି ଯେଉଁମାନେ କରୋନା ଟିକା ନ ନେଇଛନ୍ତି ସେମାନଙ୍କୁ କାଫେ, ରେସ୍ତୋରାଁ,…

ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ

ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ ପାଇଁ କରୋନା ସବୁଠାରୁ ବଡ ଶତ୍ରୁ ପାଲଟିଛି । ଯାହା ସାରା ବିଶ୍ୱ…

ଶୈଶବଙ୍କ ବାଟ ଓଗାଳିଛି କରୋନା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏହା ଯୋଗୁ ଶିଶୁଙ୍କର ବହୁ କ୍ଷତି ହେବାରେ ଲାଗିଛି। କରୋନା କାରଣରୁ ବିଦ୍ୟାଳୟ ବନ୍ଦ ହେବାରୁ ଗତ ଦୁଇ ବର୍ଷ ମଧ୍ୟରେ ପିଲାମାନଙ୍କର ଶିକ୍ଷାଲାଭ କରିବା କ୍ଷମତା…

ମହାମାରୀରେ ଧନୀକଙ୍କ ସଂଖ୍ୟା ବଢ଼ିଛି, ମଧ୍ୟବିତ୍ତ ଦେଇଛନ୍ତି ଅଧିକ ଟିକସ…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କରୋନା ମହାମାରୀ ସମୟରେ ଗତ ଏକ ବର୍ଷ ମଧ୍ୟରେ ଦେଶର ୮୪ ପ୍ରତିଶତ ପରିବାର ଜୀବିକା ହରାଇଛନ୍ତି। ସେମାନଙ୍କର ଆୟ କମିବାରେ ଲାଗିଛି। ତେବେ ଏହି ସମୟ…

୨୯ ରାଜ୍ୟରେ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨,୭୨୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ…

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri