କରୋନା ମୃତ୍ୟୁ ସଂଖ୍ୟା ୧୭ ଲକ୍ଷ, ସରକାରୀ ରିପୋର୍ଟ ମାତ୍ର ୪ ହଜାର…
ବେଜିଂ, ୧୬।୧ : ଚାଇନା ସରକାର କରୋନା ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଜଣେ ବିଶ୍ଳେଷକ ଦାବି କରିଛନ୍ତି ଯେ ଚାଇନାରେ କରୋନା ମହାମାରୀ ମୃତ୍ୟୁ ସଂଖ୍ୟା ସରକାରୀ ତଥ୍ୟଠାରୁ ଢ଼େର ଅଧିକ। ଏହା ସରକାରୀ ରିପୋର୍ଟରେ...
ଜାନୁୟାରୀ ୨୩ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ସରକାରଙ୍କ ଘୋଷଣା…
ଲକ୍ଷ୍ନୌ, ୧୬।୧: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଉତ୍ତରପ୍ରଦେଶ ସରକାର ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଜାନୁୟାରୀ ୨୩ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜାନୁୟାରୀ ୧୬...
ଖୁସି ଖବର: ୬ ଦେଶରେ କମିଲା ଓମିକ୍ରନ୍ ସଂକ୍ରମଣ
ନୂଆଦିଲ୍ଲୀ,୧୬ ।୧: ଦୀର୍ଘ ୩ ମାସ ପରେ ବିଶ୍ୱର ପ୍ରାୟ ୬ଟି ଦେଶରେ ୟୁଟର୍ଣ୍ଣ ନେଲାଣି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ । ଅର୍ଥାତ୍ ସଂକ୍ରମଣ କମ୍ ହେଲାଣି । ଏହି ଦେଶମାନଙ୍କ ମଧ୍ୟରେ ରହିଛନ୍ତି, ବ୍ରିଟେନ, କନାଡା, ଇଟାଲୀ,...
କରୋନା ଟିକାକରଣକୁ ପୂରଣ ହେଲା ବର୍ଷେ: ଦିଆଗଲାଣି ୧୫୭ କୋଟି ଡୋଜ
ନୂଆଦିଲ୍ଲୀ,୧୬ ।୧: ଜାନୁୟାରୀ ୧୬ ଦେଶପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଆଜିର ଦିନରେ ଅର୍ଥାତ୍ ୧୬ ଜାନୁୟାରୀ ୨୦୨୧ରେ କରୋନା ଭଳି ମହାମାରୀ ବିରୋଧରେ ଲଢିବାକୁ ଦେଶରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ...
ବିଶେଷଜ୍ଞଙ୍କ ଦାବି ସବୁଦିନ ପାଇଁ ରହିବ ନାହିଁ କରୋନା, ଖୁବଶୀଘ୍ର ହେବ ଶେଷ
ୱାଶିଂଟନ,୧୬ ।୧: ସାରା ବିଶ୍ୱ କରୋନା ମହାମାରୀର ନୂଆ ନୂଆ ଭାରିଏଣ୍ଟକୁ ଦେଖି ସାରିଲାଣି । ଏହାର ଭୟାବହତାକୁ ବି ଅଙ୍ଗେ ଲିଭାଇଲାଣି । କରୋନା ସବୁକ୍ଷେତ୍ରରେ ପ୍ରଭାବ ପକାଇ ସାରିଲାଣି । ଫଳରେ ଲୋକେ ବହୁ ସମସ୍ୟାର ସାମ୍ନା...
ନିର୍ବାଚନ ଘୁଞ୍ଚାଇବାକୁ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୬ ।୧: ଘୋଷଣା ହୋଇସାରିଛି ପଞ୍ଜାବ ବିଧାନସଭା ନିର୍ବାଚନର ତାରିଖ । ଏଥିପାଇଁ ଶାସକ କଂଗ୍ରେସ ଦଳ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କଲାଣି । ଏହାରି ଭିତରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ନିର୍ବାଚନ କମିଶନଙ୍କୁ ଏକ...
ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୫୫,୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଆଜି...
ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍...
କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ
ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ ରହିଥିବା ଜଣାପଡିଛି । ନିକଟରେ କରୋନାରେ ସଂକ୍ରମିତ ହୋଇ ଜଣେ ୧ ମାସର...
ଦେଶରେ ଚିନ୍ତା ବଢାଉଛି କରୋନା, ଚିହ୍ନଟ ହେଲେ ୨,୬୮,୮୩୩ ପଜିଟିଭ୍
ନୂଆଦିଲ୍ଲୀ,୧୫।୧: କରୋନାର ତୃତୀୟ ଲହର ଦେଶରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୮,୮୩୩ ଥିବା ଜଣାପଡିଛି। ଗତ କାଲିଠାରୁ ଆଜି ୪ ହଜାର ୬୩୧ଜଣ ଅଧିକ ସଂକ୍ରମିତ ହୋଇଛନ୍ତି। ଏହାସହ ୪୦୨ଜଣଙ୍କ ମୃତ୍ୟୁ ହୋଇଛି । ଏବେ...
ରାଜ୍ୟରେ ପୁଣି ଦୁଇ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଦୁଇ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ...
ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ ,ଚିହ୍ନଟ ହେଲେ ୧୦,୮୫୬ ପଜିଟିଭ୍
ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୦ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୬୨୯୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୫୬୩ ଜଣ...
Archives


