କରୋନା ଭାଇରସ୍‌

ରାଜଧାନୀରେ ୧୨୦୦ ଡାକ୍ତର, ୭୦୦ ନର୍ସ, ୪୦୦ ପାରାମେଡିକାଲ ଷ୍ଟାଫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୧ ।୧: କରୋନା ସଂକ୍ରମଣ ମଧ୍ୟରେ ଦିଲ୍ଲୀର ହସ୍ପିଟାଲ ଗୁଡିକ ଅଡୁଆରେ ପଡିଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୪୦ରୁ ଅଧିକ ସରକାରୀ ହସ୍ପିଟାଲ ଥିବା ବେଳେ ଏଥିମଧ୍ୟରୁ ୧୭ ହସ୍ପିଟାଲରେ ୨ ହଜାରରୁ ଅଧିକ ସ୍ୱାସ୍ଥ୍ୟକର୍ମୀ କରୋନା…

ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ

ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୩,୪୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ଏବେ ସାରା…

ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ ଡୋଜ ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମଦିନ ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଲା…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୩୩ ଛୁଇଁଛି।…

୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଦୈନିକ ସଂକ୍ରମଣ ୨ ଳକ୍ଷ ମୁହା…

ପ୍ରତି ସପ୍ତାହରେ ୬ ଗୁଣାରୁ ଅଧିକ ବେଗରେ ବୃଦ୍ଧି ପାଉଛି ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଗତ ଏକ ସପ୍ତାହ ମଧ୍ୟରେ ଭାରତରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ସପ୍ତାହ ପିଛା ସଂକ୍ରମଣ ୬ ଗୁଣାରୁ ଅଧିକ ବେଗରେ ବଢୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ରାଜ୍ୟରୁ ୪୮୨୯ ଆକ୍ରାନ୍ତ ଚିହ୍ନଟ, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୪୮୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୫,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୨୩ ଜଣ ଚିହ୍ନଟ ହୋଇଥିବା…

ମହାରାଷ୍ଟ୍ରରେ ୧୧୪ କରୋନା ଯୋଦ୍ଧା ପଜିଟିଭ

ମୁମ୍ବାଇ,୧୦ ।୧: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବେକାବୁ ହେବାରେ ଲାଗିଛି । ଏଠାରେ ଗୋଟିଏ ଦିନରେ ୪୪ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେବା ପରେ ସାରା ଦେଶବାସୀଙ୍କ ମନରେ ଛନକା ପସିଯାଇଛି । ମିଳିଥିବା ସୂଚନା ଅନୁଯାୟୀ…

ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ହେବ ଭୁଲ, ସଂକ୍ରମିତଙ୍କ ନିକଟରେ ଦେଖାଦେଲାଣି ଓମିକ୍ରନ୍ ସହ ଡେଲ୍ଟା ଭାରିଏଣ୍ଟ

ନୂଆଦିଲ୍ଲୀ,୧୦ ।୧: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟର ଗତିବିଧି ଉପରେ ଦିଲ୍ଲୀ ଡାକ୍ତରମାନେ ଅଧ୍ୟୟନ କରି କିଛି ନୂଆ ତଥ୍ୟ ହାସଲ କରିଛନ୍ତି । ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିରେ ଓମିକ୍ରନ୍…

ତୃତୀୟ ଲହରରେ ମୃତ୍ୟୁ ସଂଖ୍ୟା ୬୦୦ ପ୍ରତିଶତ କମିବ !…

ନୂଆଦିଲ୍ଲୀ, ୧୦।୧ : ଓମିକ୍ରନ କାରଣରୁ କରୋନାର ତୃତୀୟ ଲହର ସଂକ୍ରମଣ ଦ୍ରୁତ ବ୍ୟାପିବାର ଆଶଙ୍କା ରହିଛି। କିନ୍ତୁ ଏହା ଦ୍ୱାରା ମୃତ୍ୟୁ ହାର, ଦ୍ୱିତୀୟ ଲହର ଅପେକ୍ଷା ପ୍ରାୟ ୬୦୦ ପ୍ରତିଶତ କମ ରେକର୍ଡ କରାଯାଇଛି। ଅପର ପକ୍ଷରେ ପ୍ରଥମ…

ସ୍ପା ରେଡ: ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ୪ କରୋନା ପଜିଟିଭ

ଇନ୍ଦୋର, ୧୦ ।୧: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ମହାମାରୀ । ଏହି ସମୟରେ ମଧ୍ୟପ୍ରଦେଶ ଇନ୍ଦୋରର କ୍ରାଇମ ବ୍ରାଞ୍ଚ ଓ ମହିଳା ଥାନା ପୋଲିିସଙ୍କ ପାଇଁ ଅଡୁଆ ବଢିଯାଇଛି । ସୂଚନାଯୋଗ୍ୟ, ଇନ୍ଦୋର କ୍ରାଇମ ବ୍ରାଞ୍ଚ ଓ…

ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ…

ନୂଆଦିଲ୍ଲୀ, ୧୦।୧ : ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ ଘଟିଛି। ବିଭାଗର ୩୦୦ରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପିଆର୍‌ଓ ଏବଂ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳଙ୍କ ନମୁନା ରିର୍ପୋଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ସମସ୍ତ ୟୁନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?