କରୋନା ଭାଇରସ୍‌

ଲକଡାଉନ୍ ଭୟ, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ,୮ ।୧: ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ବିଶେଷଜ୍ଞଙ୍କ ମତ ଜାନୁୟାରୀ ଶେଷ ସୁଦ୍ଧା ଏହା ଶୀର୍ଷ ଛୁଇଁବ । ଏପଟେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ବଢି ଚାଲିଛି କରୋନା ସଂକ୍ରମଣ,ରାଜ୍ୟରେ ୨୭୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୪ ଜଣ ଲୋକାଲ କେସ…

ଓମିକ୍ରନ୍ ସଂକ୍ରମିତଙ୍କ ପାଇଁ ଅଭାବ ପଡିଲାଣି ଭେଣ୍ଟିଲେଟର!

ଲସ ଆଞ୍ଜେଲସ,୭ ।୧: ଆମେରିକାରେ ପ୍ରତିଦିନ ୧୦ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ଫଳରେ ହସ୍ପିଟାଲରେ ବେଡ୍‌ର ଅଭାବ ପରିଲକ୍ଷିତ ହେଲାଣି । ଏହାରି ଭିତରେ ଆଇସିୟୁରେ ରୋଗୀଙ୍କ ସଂଖ୍ୟା କମ୍ ଥିବା କୁହାଯାଉଥିଲା । ହେଲେ ଆମେରିକାର…

ଓମିକ୍ରନ୍‌କୁ ମାଇଲ୍ଡ ବୋଲି ବୁଝିବା ବଡ ଭୁଲ୍ ହେବ: ଡବ୍ଲୁଏଚଓ

ଜେନେଭା,୭ ।୧: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟ ଏବେ ସାରା ବିଶ୍ୱରେ ତାଣ୍ଡବ ରଚି ଚାଲିଛି । ଏହା କିନ୍ତୁ ଡେଲ୍ଟା ଭଳି ପ୍ରାଣଘାତି ନୁହେଁ ବୋଲି ବିଶେଷଜ୍ଞମାନେ କହୁଛନ୍ତି । କିନ୍ତୁ ଏହା ଡେଲ୍ଟାଠାରୁ ଦ୍ରୁତ ବେଗରେ ସଂକ୍ରମଣ ହେଉଛି…

କ୍ୟାପିଟାଲ ହସ୍ପିଟାଲର ଜଣେ ଡାକ୍ତରଙ୍କ ସମେତ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜଧାନୀସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଜଣେ ମ୍ୟାନେଜର ଜଣେ ଫାର୍ମାସିଷ୍ଟ ଅଛନ୍ତି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ନେଇ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା…

ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ, ୧୦୦ ଯାତ୍ରୀ ପଜିଟିଭ୍‌…

ଚଣ୍ଡିଗଡ଼, ୬।୧ : ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ ଘଟିଛି। ପଞ୍ଜାବର ଅମୃତସର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଯାଞ୍ଚ୍‌ କରାଯାଇଥିବା ୧୮୨ ଯାତ୍ରୀଙ୍କ ନମୁନା ମଧ୍ୟରୁ ୧୦୦ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସମ୍ପୃକ୍ତ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି।…

ଭୋଟିଂ ଅନ୍‌ଲାଇନ୍‌ରେ ହୋଇପାରିବ କି ? ନିର୍ବାଚନ କମିଶନଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୈନିତାଲ, ୬।୧ : ଉତ୍ତରାଖଣ୍ଡରେ ଓମିକ୍ରନ ଏବଂ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପ୍ରସଙ୍ଗରେ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ ହୋଇଛି। ଏହାର ବିଚାର କରି ନୈନତାଲ ହାଇକୋର୍ଟ…

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର କରୋନାରେ…

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

କେଶ ଝଡ଼ିବା ଓମିକ୍ରନ୍‌ର ନୂଆ ଲକ୍ଷଣ, ସାବଧାନ !…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୧ : କେଶ ଝଡ଼ିବା ସମସ୍ୟା ଅତି ସାଧାରଣ। କିନ୍ତୁ ଏନେଇ ଏବେ ସାବଧାନ ରହିବାକୁ ପଡ଼ିବ। ଏହା କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ରେ ଆକ୍ରାନ୍ତ ହେବାର ଲକ୍ଷଣ ବୋଲି ଡାକ୍ତରମାନେ ଚେତାବନୀ ଦେଇଛନ୍ତି। ନିକଟରେ ହୋଇଥିବା ଏକ ଗବେଷଣାରୁ…

ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ମନା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୧ : ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ଦେବା ମନା। ଏନେଇ ସତର୍କ ସୂଚନା ଜାରି ହୋଇଛି। କୋଭାକ୍ସିନ୍‌ ଟିକା ନିର୍ମାତା ଭାରତ ବାୟୋଟେକ ସ୍ପଷ୍ଟ କରିଛି ଯେ ଟିକା ନେବା ପରେ ୧୫ରୁ ୧୮ ବର୍ଷ ବୟସ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?