କରୋନା ଭାଇରସ୍‌

୨୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦…

ନୂଆଦିଲ୍ଲୀ, ୬।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ବଢି ବଢି ଚାଲିଛି କରୋନା,ରାଜ୍ୟରେ ୧୮୯୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୮ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯୧ ଜଣ ଲୋକାଲ...

ସ୍ଥିତି ଅଣାୟତ୍ତ, ୯୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୯୦...

ଭାରତରୁ ବିମାନ ସେବା ବନ୍ଦ କଲା ହଂକଂ

ବେଜିଂ/ହଂକଂ, ୬।୧: କୋଭିଡ୍‌ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ଲାଗି ହଂକଂ ବୁଧବାର କେତେକ କଠୋର କଟକଣା ଲାଗୁ କରିଛି। ଭାରତ ସମେତ ୮ଟି ଦେଶରୁ ହଂକଂକୁ ଉଡ଼ାଣ କରୁଥିବା ବିମାନକୁ ଜାନୁୟାରୀ ୨୧ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ଭାରତ ବ୍ୟତୀତ...

୮୧ ଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଉପରେ, ମହାରାଷ୍ଟ୍ରରେ ୨୩୦ ଡାକ୍ତର କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୧: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଦୀର୍ଘ ୮୧ ଦିନ ପରେ ସଂକ୍ରମଣ ୨,୧୪,୦୦୪ରେ ପହଞ୍ଚିଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ୦.୬୧ ପ୍ରିତିଶତ ସକ୍ରିୟ ମାମଲା ରହିଛି । ଗତ ୨୪...

ଓମିକ୍ରନ୍‌କୁ ହାଲୁକା ଭାବେ ନିଅନ୍ତୁ ନାହିଁ, ଦ୍ରୁତ ସଂକ୍ରମଣ ସୃଷ୍ଟି କରିପାରେ ନୂଆ ଭାରିଏଣ୍ଟ: ଡବ୍ଲୁଏଚଓର ଚେତାବନୀ

ଜେନେଭା,୬ ।୧: ସାରା ବିଶ୍ୱରେ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ । ଏଥିରେ ମୃତ୍ୟୁ ହାର କମ୍ ଥିବାରୁ ଲୋକେ ଏହାକୁ ହାଲୁକା ଭାବେ ଗ୍ରହଣ କରୁଛନ୍ତି । କିନ୍ତୁ ଏହାରି ଭିତରେ ବିଶ୍ୱ ସ୍ୱାସ୍ଥ୍ୟ...

ଆମେରିକାରେ ଗୋଟିଏ ଦିନରେ ୧୦ ଲକ୍ଷ ସଂକ୍ରମିତ

ୱାଶିଂଟନ,୬ ।୧: ଆମେରିକାରେ ବୁଧବାର ଗୋଟିଏ ଦିନରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଓ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଛି । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେତୁ ବେଡ ନିଅଣ୍ଟ ପଡୁଥିବା ଜଣାପଡିଛି ।...

ରାଜଧାନୀର ୫ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଥରେ ରାଜ୍ୟରେ ସଂକ୍ରମଣ ହଜାରେ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଦିନକରେ ୧୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ରାଜଧାନୀରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ...

ରାଜଧାନୀରେ ପଞ୍ଚମ ଲହର, ଦୈନିକ ସଂକ୍ରମଣ ୧୦ ହଜାର ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ, ୫।୧ : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ପଞ୍ଚମ ଲହର ଆରମ୍ଭ ହୋଇଛି ବୋଲି ସ୍ବାସ୍ଥ୍ୟନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍‌ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ସମ୍ଭବତଃ ଦିଲ୍ଲୀରେ କରୋନା ପଞ୍ଚମ ଲହର ଆରମ୍ଭ ହୋଇ ସାରିଛି। ବୁଧବାର...

ଭାରତରେ ଓମିକ୍ରନ୍‌ ଜାନୁୟାରୀରେ ଶୀର୍ଷ ଛୁଇଁବ, ବିଶେଷଜ୍ଞଙ୍କ ଆଶଙ୍କା…

ଓ୍ବାଶିଂଟନ, ୫।୧ : ଭାରତରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ଜାନୁୟାରୀରେ ଶୀର୍ଷ ଛୁଇଁବ। ଇନଷ୍ଟିଚ୍ୟୁଟ ଫର୍‌ ହେଲଥ ମେଟ୍ରିକ୍ସ ଆଣ୍ଡ ଇଭାଲୂ୍ୟଏଶନ (ଆଇଏଚଏମଇ) ର ନିର୍ଦ୍ଦେଶକ ତଥା ହେଲଥ ମେଟ୍ରିକ୍ସ ସାଇନ୍ସ ୟୁନିଭରସିଟିର ଅଧ୍ୟକ୍ଷ ଡାକ୍ତର...

ବିଗ୍‌ ବି’ଙ୍କ ଘରେ କରୋନା…

ନୂଆଦିଲ୍ଲୀ, ୫।୧ : କରୋନା ଭାଇରସ ଦେଶରେ ପୁଣି ଥରେ ଆତଙ୍କ ସୃଷ୍ଟି କରିଛି। ଏବେ ବିଗ୍‌ ବି ଅଭିତାଭ ବଚ୍ଚନଙ୍କ ଘର ଜଲ୍‌ସାରେ କରୋନା ପହଞ୍ଚିଛି। ବିଗ ବି’ଙ୍କର ଘରୋଇ କର୍ମଚାରୀଙ୍କ ମଧ୍ୟରୁ ଜଣେ କରୋନାରେ ଆକାନ୍ତ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri