କରୋନା ଭାଇରସ୍‌

ସାଧାରଣ ଥଣ୍ଡା ଅବା କାଶକୁ ହେୟଜ୍ଞାନ କରନ୍ତୁ ନାହିଁ, ସମସ୍ତ ଅଙ୍ଗ ଅକାମୀ ହେବା ଆଶଙ୍କା, ଡବ୍ଲ୍ୟୁଏଚ୍‌ଓର ଚେତାବନୀ…

ଜେନେଭା, ୫।୧ : ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। ଓମିକ୍ରନ୍‌ ଭାରତ ସମେତ ପୃଥିବୀର ବହୁ ଦେଶରେ ରେକର୍ଡ ଭାଙ୍ଗିବାରେ ଲାଗିଛି। କରୋନାର ସବୁଠାରୁ ବିପଜ୍ଜନକ ଭାରିଆଣ୍ଟ୍‌ ଓମିକ୍ରନ ସଂକମ୍ରଣ ଯୋଗୁ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଲୋକାଲ କେସ…

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର ତାଣ୍ଡବ ଆରମ୍ଭ ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର…

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୫୮ ହଜାର…

ବଜାରକୁ ଆସିଲା ମୋନଲୁପିରାଭିର୍‌

ମୁମ୍ବାଇ, ୫ା୧: ନିକଟରେ ଜରୁରିକାଳୀନ ବ୍ୟବହାର ନିମନ୍ତେ ଅନୁମତି ପାଇଥିବା ସିପ୍‌ଲାର କୋଭିଡ୍‌ ଔଷଧ ମୋନଲୁପିରାଭିର୍‌ ସୋମବାର ଭାରତରେ ଲଞ୍ଚ ହୋଇଛି। ୫ ଦିନିଆ କୋର୍ସ ବିଶିଷ୍ଟ ଏହି କ୍ୟାପ୍‌ସୁଲ ଦାମ୍‌ ୧୩୯୯ ଟଙ୍କା ରହିଛି। ସାମାନ୍ୟରୁ ମଧ୍ୟମ ଧରଣର କରୋନା…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଦେଶରେ ଓମିକ୍ରନ୍ ସଂକ୍ରମଣ ବୃଦ୍ଧି ପାଇଁ ଦାୟୀ କେନ୍ଦ୍ର ସରକାର: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧: ସାରା ଦେଶରେ ଏବେ ବଢି ଚାଲିଛି କରୋନା ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ବି ତା’ର ତାଣ୍ଡବ ରଚି ଚାଲିଛି । ଏବେ ସୁଦ୍ଧା ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୦୦ ଛୁଇଁବାକୁ ଯାଉଥିବା…

ଚାଇନାରେ ଲକ୍‌ଡାଉନ୍‌, ୟୁଝାଉରେ ୧୦ ଲକ୍ଷ ଲୋକ ଘରେ ବନ୍ଦ…

ବେଜିଂ, ୪।୧ : ଚାଇନାରେ ପୁଣି କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ହେନାନ୍‌ ପ୍ରଦେଶର ୟୁଝାଉ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସହରର ୧୦ ଲକ୍ଷରୁ ଅଧିକ…

ସ୍ଥିତି ସଙ୍କଟ ଜନକ,ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ…

ଓମିକ୍ରନ୍‌ କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଓମିକ୍ରନ୍‌କୁ ଚିହ୍ନଟ କରୁଥିବା କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ପକ୍ଷରୁ ମଞ୍ଜୁରୀ…

୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ ଆକ୍ରାନ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?