କରୋନା ଭାଇରସ୍‌

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ଚେତାବନୀ: ଆସୁଛି କରୋନାର ତୋଫାନ

ଜେରୁଜେଲମ,୩ ।୧: ସାରା ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମଣ । ଆମେରିକା ଭଳି ବିକଶିତ ଦେଶ ବି ଏଥିରୁ ବାଦ୍ ଯାଇ ନାହିଁ । ଦିନକୁ ହଜାର ହଜାର ସଂଖ୍ୟାରେ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି । ଏବେ ଏହାର…

୧୫-୧୮ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା: ୧ ପ୍ରତିଶତ କରିଛନ୍ତି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୩ ।୧: କରୋନା ମହାମାରୀ ସହ ଲଢେଇ କରିବାକୁ ସୋମବାରଠାରୁ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ଟିକା ଦେବା ଆରମ୍ଭ କରାଯିବ । ସାରା ଦେଶରେ ୧୫-୧୮ ବର୍ଷ ବୟସର ପ୍ରାୟ ୮ କୋଟି ପିଲା ରହିଛନ୍ତି । ଏମାନଙ୍କ ମଧ୍ୟରୁ…

ଆମେରିକାରେ ବେକାକୁ ହେଲାଣି କରୋନା, ପ୍ରତିରକ୍ଷାମନ୍ତ୍ରୀ ସଂକ୍ରମିତ

ୱାଶିଂଟନ,୩ ।୧: ଆମେରିକାରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଛି । ଆମେରିକା ପ୍ରତିରକ୍ଷାମନ୍ତ୍ରୀ ଲୟଡ ଜେମ୍ସ ଅଷ୍ଟିନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ସେ ନିଜେ ଏହାର ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି କହିଛନ୍ତି,…

ଆସିଲା କରୋନାର ତୃତୀୟ ଲହର, ଏକ ସପ୍ତାହରେ ୩ ଗୁଣା ସଂକ୍ରମଣ

ନୂଆଦିଲ୍ଲୀ,୩ ।୧: କରୋନାର ସଂକ୍ରମଣକୁ ଦେଖି ପ୍ରାୟ ସମସ୍ତ ରାଜ୍ୟରେ ନାଇଟ କର୍ଫ୍ୟୁ ସହ ଅନ୍ୟ କଟକଣା ବି ଲାଗୁ କରାଯାଇଛି । ଏହାପରେ ବି ଦ୍ରୁତ ଗତିରେ ବଢି ଚାଲିଛି ସଂକ୍ରମଣ । ମହାରାଷ୍ଟ୍ରରେ ଏବେ କରୋନା ବେକାବୁ ହୋଇଥିବା…

ଚାଇନାରେ ଲକ୍‌ଡାଉନ ପରେ ବି ବଢୁଛି କରୋନା ସଂକ୍ରମଣ

ବେଜିଂ,୩ ।୧: ଚାଇନାର ଶିୟାନ ସହରରେ ଗତ ପ୍ରାୟ ୧୦ ଦିନ ହେବ ଲକଡାଉନ ଲାଗିଛି । ହେଲେ ନୂଆବର୍ଷ ପାଳନ ପରେ ଏଠାରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା କୁହାଯାଉଛି । ପାଖାପାଖି ୩ ସପ୍ତାହ ମଧ୍ୟରେ ଏହି…

୩୨ ହଜାର ସଂକ୍ରମିତ, ଶହେରୁ ଊର୍ଦ୍ଧ୍ୱ ମୃତ୍ୟୁ, ଚିନ୍ତା ବଢାଇଲାଣି କରୋନା

ନୂଆଦିଲ୍ଲୀ,୩ ।୧: କଟକଣା ପରେ ବି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ପଟେ କରୋନା ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣ ଏବେ ଦୋବଶସୀଙ୍କୁ ଚିନ୍ତାରେ ପକାଇଦେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାରରୁ ଅଧିକ…

ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଏହି…

ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ହେଲେ ଭୟଭୀତ ନ ହେବାକୁ କହିଲେ କେଜରିୱାଲ

ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି ସତ । କିନ୍ତୁ ଏହାକୁ ନେଇ କିଛି ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି…

ଆଇଏଏମ୍ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ୧୭ ଡାକ୍ତର କରୋନା ପଜିଟିଭ, ନୀତୀଶ ବି ହୋଇଥିଲେ ସାମିଲ

ପାଟନା, ୨ ।୧: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ସତର୍କ ରହିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାରି ଭିତରେ ବିହାରରେ ଡାକ୍ତରମାନେ କରୋନା ସଂକ୍ରମଣ ହୋଇଯିବା ଚିନ୍ତାର…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୩କୁ ବୃଦ୍ଧି ପାଇଛି। ମୃତକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୪୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

୩ ରାଜ୍ୟରେ ସ୍କୁଲ-କଲେଜ ବନ୍ଦ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ହରିୟାଣା ଆଦି ୩ ରାଜ୍ୟ ସରକାର ସମସ୍ତ ସ୍କୁଲ୍‌ କଲେଜକୁ ବନ୍ଦ କରିବା ନେଇ…

ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍‌,କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା…

ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି ପ୍ରଶାସନ ପକ୍ଷରୁ ସ୍କୁଲି ପରିସରକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। କରୋନା ନେଗେଟିଭ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri