କରୋନା ଭାଇରସ୍‌

ଗୋଆରେ ଚିହ୍ନଟ ହେଲେ ପ୍ରଥମ ଓମିକ୍ରନ୍ ସଂକ୍ରମିତ: ସଂକ୍ରମଣ ସଂଖ୍ୟାରେ ମହାରାଷ୍ଟ୍ରକୁ ପଛରେ ପକାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୨୭ ।୧୨: ବେଳକୁ ବେଳ କାୟା ବିସ୍ତାର କରି ଚାଲିଛି ଓମିକ୍ରନ୍ । କରୋନାର ଏହି ନୂଆ ଭାରିଏଣ୍ଟ ଏବେ ୧୯ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପହଞ୍ଚି ସରିଲାଣି । ସୋମବାର ଗୋଆରେ ଜଣେ ୮ ବର୍ଷର ବାଳକ…

ଜାନୁୟାରୀ ୧ ରୁ ପିଲାଙ୍କ ପାଇଁ କୋ-ଓ୍ବିନ୍‌ ପଞ୍ଜିକରଣ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆତଙ୍କ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…

ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୩ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୧ ଜଣ ଲୋକାଲ କେସ…

ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଓମିକ୍ରନ୍‌ ଅଣାୟତ୍ତ, ଦିଲ୍ଲୀରେ ସର୍ବାଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୯୮ ଛୁଇଁଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି…

ଖ୍ରୀଷ୍ଟମାସ ସପ୍ତାହାନ୍ତକୁ ଓମିକ୍ରନ୍‌ ମାଡ଼: ବିଶ୍ୱରେ ୬,୩୦୦ ବିମାନ ବାତିଲ

ନ୍ୟୁୟର୍କ,୨୭।୧୨: ବର୍ଷ ୨୦୨୧ କ୍ୟାଲେଣ୍ଡର ପୃଷ୍ଠାରୁ ଅପସରିଯିବାକୁ ବସିଥିବାବେଳେ ଖ୍ରୀଷ୍ଟମାସକୁ ନେଇ ସାରା ବିଶ୍ୱ ଉତ୍ସବମୁଖର। ତେବେ ଲୋକଙ୍କ ହର୍ଷୋଲ୍ଲାସରେ ବ୍ରେକ୍‌ ଲଗାଇଛି କୋଭିଡ୍‌-୧୯ ମହାମାରୀ। ଦକ୍ଷିଣ ଆଫ୍ରିକୀୟ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ବିଶ୍ୱରେ ଅନୂ୍ୟନ ୬,୩୦୦ ବିମାନକୁ ବାତିଲ କରାଯାଇଥିବାବେଳେ…

ଆମେରିକାରେ କାୟା ବିସ୍ତାର କରୁଛି ଓମିକ୍ରନ୍‌: ପିଲାଙ୍କ ପାଇଁ ଘାତକ ସାଜିଛି ନୂଆ ଭାରିଏଣ୍ଟ

ୱାଶିଂଟନ,୨୭ ।୧୨: ଯେବେଠାରୁ କରୋନାର ନୂଆ ଭାରିଲଣ୍ଟ ଓମିକ୍ରନ୍‌ର ସୂଚନା ମିଳିଲାଣି ସେବେଠାରୁ ସାରା ବିଶ୍ୱରେ ଏହାକୁ ନେଇ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇ ସାରିଛି । ଏବେ ଏହା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଥିବା ବେଳେ…

୨୪ ଦିନରେ ୧୯ ରାଜ୍ୟରେ ପହଞ୍ଚିଲାଣି ଓମିକ୍ରନ୍‌

ନୂଆଦିଲ୍ଲୀ,୨୭ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ୨୪ ଦିନ ମଧ୍ୟରେ ୧୯ ରାଜ୍ୟରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ଏହାଦ୍ୱାରା ଏବେ ସିଦ୍ଧା ୫୦୯ ଜଣ ସଂକ୍ରମିତ ହୋଇଥିବା ଜଣାପଡିଛି । ଓମିକ୍ରନର ଦ୍ରୁତ ସଂକ୍ରମଣକୁ ଦେଖି…

କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ, ବୁଷ୍ଟର ଡୋଜ ମଧ୍ୟରେ ରହିବ ୯-୧୨ ମାସର ବ୍ୟବଧାନ!

ନୂଆଦିଲ୍ଲୀ,୨୬ ।୧୨: ଦେଶରେ କୋଭିଡ ୧୯ ବୁଷ୍ଟର ଡୋଜ ଦେବାଲାଗି ଅନୁମତି ମିଳିଯାଇଛି । ଏହା ପ୍ରଥମେ ଫ୍ରଣ୍ଟଲାଇନ୍ ୱାର୍କର୍ସ ଓ ବରିଷ୍ଠ ନାଗରିକଙ୍କୁ ଦିଆଯିବ । ଏହାସହ ଯେଉଁମାନେ କୌଣସି ବଡ ଧରଣର ସ୍ୱାସ୍ଥ୍ୟ ସମସ୍ୟାରେ ପୀଡ଼ିତ ସେମାନଙ୍କୁ ମଧ୍ୟ…

ମହାମାରୀ ବିରୋଧରେ ଭାରତବାସୀ ଏକଜୁଟ ହୋଇ ଲଢୁଛନ୍ତି…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?