କରୋନା ଭାଇରସ୍‌

୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ ୨୪…

ବିଶ୍ୱରେ ଚତୁର୍ଥ ଲହର

ନୂଆଦିଲ୍ଲୀ, ୨୫।୧୨(ପି.ଟି.): ବିଶ୍ୱ ଏବେ କୋଭିଡ୍‌ ମହାମାରୀର ଚତୁର୍ଥ ଲହରକୁ ସାମ୍‌ନା କରୁଥିବା ନେଇ ଶୁକ୍ରବାର କେନ୍ଦ୍ର ସରକାର ଜନସାଧାରଣଙ୍କୁ ସତର୍କ କରାଇଛନ୍ତି। ଏଭଳି ସମୟରେ ମହାମାରୀକୁ ନେଇ ଲୋକେ ଖାମଖିଆଲି ନ ହେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଅର୍ଥାତ୍…

ଦୁବଇରୁ ଫେରୁଥିଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏହା ଅନ୍ୟ ଭାରିଏଣ୍ଟ ତୁଳନାରେ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଖୁବଶୀଘ୍ର ଅଧିକ ଲୋକେ ଏହାଦ୍ୱାରା ସଂକ୍ରମିତ ହେଉଛନ୍ତି । ଏବେ ଓମିକ୍ରନ୍…

ବିଶ୍ୱରେ କରୋନାର ଚତୁର୍ଥ ଲହର, ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୮: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଦେଶର ୧୭ ରାଜ୍ୟରେ ଓମିକ୍ରନ୍ ଭାରିଏଣ୍ଟ ପହଞ୍ଚି ସାରିଥିବା ବେଳେ ଏଥିରେ ମୋଟ ୩୫୮ ଜଣ…

ଓମିକ୍ରନରୁ ରକ୍ଷା କରିବ ଏହି ଏକମାତ୍ର ଉପାୟ

ନୂଆଦିଲ୍ଲୀ,୨୪ା୧୨: ଛଅ ମାସ ମଧ୍ୟରେ ଡିସେମ୍ବର ୨୨ରେ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଦିଲ୍ଲୀରେ ବର୍ତ୍ତମାନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ରେ ୫୭ରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ଓମିକ୍ରନ ଭୟ : ଏହି ସହର ହେଲା ଲକ୍‌ଡାଉନ୍‌

ବେଜିଂ,୨୪ା୧୨: ବଢୁଥିବା କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ଚାଇନାର ଜିଆନ ସହରରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଯଦିଓ ଜିଆନରେ ଏପର୍ଯ୍ୟନ୍ତ ଓମିକ୍ରନ ସଂକ୍ରମଣର କୌଣସି ରିପୋର୍ଟ ହୋଇନାହିଁ, ତଥାପି ଡେଲ୍‌ଟା ଭାରିଆଣ୍ଟର ମାମଲା ଆସିଥିଲା। ଦେଶରେ କରୋନା…

ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ କେସ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଗଞ୍ଜାମ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି । ହେଲେ…

୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌: ୩୪୬ ସଂକ୍ରମିତ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ ନୂଆ…

ଖୁସି ଖବର: ଆସିଲା କରୋନା ଔଷଧ

ଓ୍ବାଶିଂଟନ,୨୩ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଶ୍ୱବ୍ୟାପୀ ଚିନ୍ତାର ବିଷୟ। ବ୍ରିଟେନ, ଆମେରିକା, ଇସ୍ରାଏଲ ସମେତ ଅନେକ ଦେଶରେ ଓମିକ୍ରନ ମାମଲା ବୃଦ୍ଧି ପାଉଛି। ଭାରତରେ ମଧ୍ୟ କରୋନା ଭାରିଆଣ୍ଟ ଧୀରେ ଧୀରେ ମାଡ଼ିଲାଣି। ଏହି ସମୟ ମଧ୍ୟରେ ଆମେରିକାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?