କରୋନା ଭାଇରସ୍‌

ଦେଶରେ ୬୦ ପ୍ରତିଶତରୁ ଅଧିକଙ୍କୁ କରୋନା ଟିକାର ଉଭୟ ଡୋଜ୍‌…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ମହାମାରୀ ଲଢ଼େଇରେ ଜାରି ରହିଥିବା ଟିକାକରଣରେ ଭାରତକୁ ବଡ଼ ସଫଳତା ମିଳିଛି। ଦେଶର ୬୦ ପ୍ରତିଶତରୁ ଅଧିକ ଜନସଂଖ୍ୟାକୁ କରୋନା ଟିକାର ଉଭୟ ଡୋଜ୍‌…

ଭର୍ଚୁଆଲ କୋର୍ଟ ମ୍ୟାରେଜ୍‌କୁ ହାଇକୋର୍ଟଙ୍କ ଅନୁମତି…

କୋଚି, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟର ଆତଙ୍କକୁ ଦୃଷ୍ଟିରେ ରଖି କେରଳ ହାଇକୋର୍ଟ ଏକ ଭର୍ଚୁଆଲ କୋର୍ଟ ମ୍ୟାରେଜ୍‌କୁ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ଏନ୍‌. ନଗରେଶଙ୍କ ନେତୃତ୍ୱର ଗଠିତ ଖଣ୍ଡପୀଠ କୋର୍ଟ ମ୍ୟାରେଜ୍‌ ଲାଗି ଆବେଦନ କରିଥିବା…

ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ ପହଞ୍ଚିଛି।…

୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧  ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ ପିଲାଙ୍କ…

ଟିକାକରଣ ପ୍ରମାଣପତ୍ର ନ ଥିଲେ ଦରମା ବନ୍ଦ, ସରକାରଙ୍କ କଡ଼ା ଆଇନ…

ଚଣ୍ଡିଗଡ଼, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ କରୋନାର ତୃତୀୟ ଲହର ଭୟକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ସମସ୍ତ କର୍ମଚାରୀଙ୍କ ଲାଗି…

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୪୯୫…

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫…

ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ କେସ…

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ ଲାଗି…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୮କୁ ବୃଦ୍ଧି ପାଇଛି। କେବଳ ଯାଜପୁର ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ବୈଠକରେ…

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?