କରୋନା ଭାଇରସ୍‌

ସାଧାରଣ କାଶ ବି ହୋଇପାରେ ଓମିକ୍ରନ୍‌ ଲକ୍ଷଣ…

ଲଣ୍ଡନ/ନୂଆଦିଲ୍ଲୀ, ୨୧।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ଆକ୍ରାନ୍ତଙ୍କୁ ବିଶ୍ଳେଷଣ କରୁଥିବା ବୈଜ୍ଞାନିକମାନେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ ଦକ୍ଷିଣଆଫ୍ରିକାରେ ଓମିକ୍ରନ ଆକ୍ରାନ୍ତଙ୍କଠାରେ ଦେଖାଯାଉଥିବା ଏକ…

ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ନୂଆ ବର୍ଷ ଏବଂ ବଡ଼ଦିନ ନୂଆ ଅସୁବିଧା ଆଣିବାର ଆଶଙ୍କା ରହିଛି ବୋଲି ସ୍ବାସ୍ଥ୍ୟ…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସର୍ବବୃହତ୍‌ କ୍ରୁଜ୍‌ ଶିପ୍‌ରେ ୪୮ କରୋନା ଆକ୍ରାନ୍ତ, ଆତଙ୍କରେ ୬୦୦୦ ଯାତ୍ରୀ…

ମିୟାମୀ, ୨୧।୧୨: ପୃଥିବୀର ସର୍ବବୃହତ୍‌ କ୍ରୁଜ୍‌ ଶିପ୍‌ ରୟାଲ କାରିବିୟାନ୍‌ର ୪୮ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି ଶିପ୍‌ରେ ଥିବା ୬,୦୦୦ ଯାତ୍ରୀ ଏବେ ଆତଙ୍କରେ ରହିଛନ୍ତି। କଡ଼ା କଟକଣା ଏବଂ ମାର୍ଗଦର୍ଶିକା ତଥା ସୁରକ୍ଷା ବ୍ୟବସ୍ଥା…

ଟିକା ନେଇଥିବା ଲୋକ ସହଜରେ ହେଉଛନ୍ତି ଓମିକ୍ରନ୍‌ରେ ଆକ୍ରାନ୍ତ…

ଜେନେଭା/ନୂଆଦିଲ୍ଲୀ, ୨୧।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ବଢ଼ିବାରେ ଲାଗିଛି। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞଙ୍କ ଅନୁସାରେ ଟିକା ନେଇଥିବା ଲୋକ ସହଜରେ ଓମିକ୍ରନ୍‌ରେ ଆକ୍ରାନ୍ତ ହେଉଛନ୍ତି। ଏହା ସହିତ ଓମିକ୍ରନ୍‌ ପୂର୍ବର ସମସ୍ତ ଭାରିଆଣ୍ଟ୍‌…

୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୧ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୫ ହଜାର…

ବ୍ରିଟେନରେ ଦିନକୁ ୧୨ ହଜାର ଓମିକ୍ରନ୍‌ ମାମଲା

ଲଣ୍ଡନ, ୨୧।୧୨(ପି.ଟି.): ବ୍ରିଟେନରେ ଓମିକ୍ରନ୍‌ ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଛି। ସେଠାରେ ଦୈନିକ ସଂକ୍ରମଣ ୧୨,୧୩୩ରେ ପହଞ୍ଚତ୍ଛି। ତେଣୁ କଠୋର ଲକ୍‌ଡାଉନ୍‌ ଲଗାଇବା ନେଇ ସୋମବାର ବ୍ରିଟିଶ କ୍ୟାବିନେଟରେ ଆଲୋଚନା ହୋଇଛି। ଦେଶରେ ମୋଟ ଓମିକ୍ରନ୍‌ ମାମଲା ୩୭,୧୦୧ରେ ପହଞ୍ଚତ୍ଛି। ରବିବାର…

ଖ୍ରୀଷ୍ଟମାସ ପାଳନ ନ କରିବାକୁ ଡବ୍ଲୁଏଚଓର ପରାମର୍ଶ

ଜେନେଭା,୨୧ ।୧୨: ପାଖେଇ ଆସୁଛି ଖ୍ରୀଷ୍ଟମାସ ସହ ନୂଆବର୍ଷ । ବିଶ୍ୱବାସି ଏହି ପର୍ବକୁ ପାଳନ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି । ଗତବର୍ଷ କରୋନା ମହାମାରୀ ପାଇଁ ଏହା ପାଳନ ହୋଇ ନ ଥିବା ବେଳେ ଏବର୍ଷ…

ଗୁଜରାଟରେ ୩୧ ଡିସେମ୍ବର ପର୍ଯ୍ୟନ୍ତ ବଢିଲା ନାଇଟ୍ କର୍ଫ୍ୟୁ

ଗାନ୍ଧିନଗର,୨୧ ।୧୨: ଗୁଜରାଟର ଭଦୋଦରାରେ ସୋମବାର ବ୍ରିଟେନରୁ ଫେରିଥିବା ଜଣେ ମହିଳା ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ୨୭ ବର୍ଷିୟା ମହିଳାଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିବା ବେଳେ ସେ କିନ୍ତୁ ଓମିକ୍ରନରେ ସଂକ୍ରମିତ ହୋଇଛନ୍ତି…

କରୋନା ମହାମାରୀ: ନାଜାଲ ଭ୍ୟାକ୍ସିନର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୨୧ ।୧୨: କରୋନା ମହାମାରୀକୁ ଦୂରେଇବା ଲାଗି ଭ୍ୟାକ୍ସିନ ଏକମାତ୍ର ଉପାୟ ହୋଇଥିବା ବେଳେ ଭାରତ ବାୟୋଟେକ ଇତିମଧ୍ୟରେ ଡ୍ରଗ୍ସ ରେଗୁଲେଟରକୁ ନାକରେ ଦିଆଯାଇପାରିବା କୋଭିଡ ଟିକାର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଛି । ପୂର୍ବରୁ ଦୁଇଟି ଯାକ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୭ ଜଣ ଲୋକାଲ କେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?