କରୋନା ଭାଇରସ୍‌

୨୦୨୪ ପର୍ଯ୍ୟନ୍ତ ରହିବ କରୋନା ଆତଙ୍କ,ବିଶେଷଜ୍ଞଙ୍କ ଅନୁମାନ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୮।୧୨: ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ନୂଆ ଭାରିଆଣ୍ଟ୍‌ ଆସିବା ଯୋଗୁ ସଙ୍କଟ ବଢ଼ିଚାଲିଛି। ଏପରିସ୍ଥଳେ ବିଶେଷଜ୍ଞମାନେ କହିଛନ୍ତି ଯେ, କରୋନା ମହାମାରୀ ପୃଥିବୀରେ ୨୦୨୪ ପର୍ଯ୍ୟନ୍ତ ରହିବାର ଆଶଙ୍କା ରହିଛି। ଆମେରିକାର ବହୁରାଷ୍ଟ୍ରୀୟ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ବିଶେଷଜ୍ଞଙ୍କ ଚେତାବନୀ, ଓମିକ୍ରନ୍‌ରୁ ମୁକ୍ତି ପାଇଁ ଲକ୍‌ଡାଉନ୍‌ ଅପରିହାର୍ଯ୍ୟ…

ଆମଷ୍ଟରଡାମ୍‌/ଜେନେଭା/ନୂଆଦିଲ୍ଲୀ, ୧୮।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଓମିକ୍ରନ ସମଗ୍ର ପୃଥିବୀରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଏପର୍ଯ୍ୟନ୍ତ ଓମିକ୍ରନ୍‌ ୭୭ ଦେଶରେ ବ୍ୟାପିଛି ଏବଂ କରୋନାର ଅନ୍ୟ…

ଲଗାତାର ୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୮।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…

ପୁଣି ତାଣ୍ଡବ, ବିଟ୍ରେନ୍‌ରେ ଦିନକୁ ୯୩ ହଜାର ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ,୧୮।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବ୍ରିଟେନ୍‌ରେ ସ୍ଥିତି ଅଣାୟତ୍ତ ବେହାରେ ଲାଗିଛି। ଓମିକ୍ରନ୍‌ ଏଠାରେ ତାଣ୍ଡବ ରଚିବା ଆରମ୍ଭ କରିଛି। ଏଠାରେ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୩…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୨ ଜଣ ଲୋକାଲ କେସ…

କୋଭୋଭାକ୍ସକୁ ମିଳିଲା ଡବ୍ଲୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୧୮ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସିରମ ଇନଷ୍ଟିଚ୍ୟୁଟର ଭ୍ୟାକ୍ସିନ କେଭୋଭାକ୍ସକୁ ଜରୁରୀ କାଳୀନ ସ୍ଥିତିରେ ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛି । ଆର ପୁନାୱାଲା ଟୁଇଟ୍ କରି ଏହି ସୂଚନା…

୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭ା୧୨: କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଭାରତରେ ୧୦୦ ଟପିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଦେଶରେ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ସୂଚନା…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ…

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ ତେବେ…

ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ଓମିକ୍ରନ୍‌ ବ୍ୟାପିବାର ଆଶଙ୍କା ରହିଛି। ତେବେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?