କରୋନା ଭାଇରସ୍‌

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ…

ଦୁଇ ଘଣ୍ଟାରେ ହେବ ଓମିକ୍ରନ୍ ଟେଷ୍ଟ

ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ ଘଣ୍ଟାରେ…

ଓମିକ୍ରନକୁ ହରାଇଲା ଦେଢ ବର୍ଷର ଶିଶୁ କନ୍ୟା

ପୁଣେ,୧୨ ।୧୨: ମହାରାଷ୍ଟ୍ର ପୁଣେ ଜିଲାର ପିମ୍ପରି-ଚିଂଚୱଡ ଅଞ୍ଚଳରେ ନିକଟରେ କରୋନା ଭାଇରସର ଓମିକ୍ରନ୍ ଦ୍ୱାରା ସଂକ୍ରମିତ ଦେଢ ବର୍ଷର ଶିଶୁ କନ୍ୟା ଏବେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏବେ ଶିଶୁଟିକୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହି…

୬ ମାସ ତଳେ ମୃତ୍ୟୁ ଘଟିଥିବା କଂଗ୍ରେସ ନେତାଙ୍କୁ କରୋନାର ଦ୍ୱିତୀୟ ଡୋଜ୍‌…

ଭୋପାଳ,୧୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏଥିରେ ବହୁ ଅନିମୟିତତା ପରିଲକ୍ଷିତ ହେଉଛି। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ ଜିଲାରେ ୬ ମାସତଳେ ମୃତ୍ୟୁ ଘଟିଥିବା ଜଣେ ବ୍ୟକ୍ତିଙ୍କୁ ଟିକାର ଦ୍ୱିତୀୟ…

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭ ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଫଳରେ ପୁଣି ଦେଶ ଲକ୍‌ଡାଉନ୍‌ ମୁହାଁ…

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…

ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା …

ନୂଆଦିଲ୍ଲୀ ୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଥିବାବେଳେ ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା ପଡ଼ିଛି। କରୋନା ମହାମାରୀ ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଥିବାବେଳେ ଦେଶର ବୃହତ୍ତମ ସିରିଞ୍ଜ ଏବଂ ଛୁଞ୍ଚି କମ୍ପାନୀ…

୮ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୯୯୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ଆସିଲା ଖୁସି ଖବର, ଓମିକ୍ରନ୍‌ ପାଇଁ ଆଣ୍ଟିବଡ଼ି କକ୍‌ଟେଲ୍‌ ଥେରାପିକୁ ମଞ୍ଜୁରୀ…

ବେଜିଂ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଥିବାବେଳେ ଖୁସି ଖବର ମିଳିଛି। ଚାଇନା ଏହାର ଆଣ୍ଟିବଡି କକ୍‌ଟେଲ୍‌ ଥେରାପିକୁ ଜରୁରୀକାଳୀନ କ୍ଷେତ୍ରରେ ବ୍ୟବହାର କରିବା ଲାଗିମଞ୍ଜୁର ପ୍ରଦାନ କରାଯାଇଛି। ଯାହା ହସ୍ପିଟାଲରେ ଭର୍ତ୍ତି ହେବା କିମ୍ବା ମୃତ୍ୟୁ…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୧…

ମାସ୍କ ବ୍ୟବହାର କମୁଛି: ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ ଓ ଶାଳକ ମଧ୍ୟ ଉକ୍ତ ଭାରିଆଣ୍ଟରେ ସଂକ୍ରମିତ ଥିବା ଜଣାପଡ଼ିଛି। ଫଳରେ ଭାରତରେ ଓମିକ୍ରନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?