କରୋନା ଭାଇରସ୍‌

ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ଆଜି ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ଦିଲ୍ଲୀରେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକାନ୍ତଙ୍କ…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦାବି ଭାରତରେ ୫୦ ପ୍ରତିଶତ ନେଇଛନ୍ତି କରୋନା ଟିକାର ଦ୍ୱିତୀୟ ଡୋଜ

ନୂଆଦିଲ୍ଲୀ,୫ ।୧୨: କରୋନା ଲଢେଇରେ ଭାରତ ଆଉ ଏକ ଉପଲବ୍ଧି ନିଜ ନାଁରେ କରିଥିବା ଦାବି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ରବିବାର କହିଛନ୍ତି ଦେଶରେ ୫୦ ପ୍ରତିଶତ ଲୋକ କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ନେଇ ସାରିଛନ୍ତି…

ଆଜି ରାଜ୍ୟରୁ ୧୮୯ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୨୫ ଶିଶୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୩ ଜଣ ଚିହ୍ନଟ ହୋଇଥିବା…

ପୁଣି ଆତଙ୍କ ଘନେଇଲା,ଜାନୁୟାରୀ-ଫେବୃୟାରୀରେ ଶୀର୍ଷରେ ପହଞ୍ଚିବ ଓମିକ୍ରନ୍‌ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍‌…

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୮୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ବୁଷ୍ଟର ପାଇଁ ଅଧିକ ଗବେଷଣା ହେଉ

ନୂଆଦିଲ୍ଲୀ, ୫।୧୨(ପି.ଟି.): କରୋନାର ଓମିକ୍ରନ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ୁଥିବାବେଳେ କୋଭିଡ୍‌ ଟିକାଗୁଡ଼ିକ କେତେ ଫଳପ୍ରଦ, ତାହାର ଆକଳନ କରିବା ପାଇଁ ସଂସଦୀୟ କମିଟି କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ଏଥିସହିତ ନୂଆ ଷ୍ଟ୍ରେନ୍‌କୁ ନିୟନ୍ତ୍ରଣ କରିବା ଲାଗି ବୁଷ୍ଟର ଡୋଜ୍‌ର…

ଓମିକ୍ରନ୍ ସଙ୍କଟ: ମହାରାଷ୍ଟ୍ର-କର୍ନାଟକ-ଗୁଜରାଟ ପରେ ଏବେ ଦିଲ୍ଲୀ ଉପରେ ନଜର

ନୂଆଦିଲ୍ଲୀ,୫ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଏବେ ଚିନ୍ତା ବଢିବାରେ ଲାଗିଛି । ପ୍ରଥମେ କର୍ନାଟକରେ ୨ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମହାରାଷ୍ଟ୍ର ଓ ଗୁଜରାଟରେ ଜଣେ…

କରୋନାର ଦ୍ୱିତୀୟ ଡୋଜ ଟିକା ନେଲେ ମିଳିବ ସ୍ମାର୍ଟ ଫୋନ

ରାଜକୋଟ,୫ ।୧୨: କରୋନା ମହାମାରୀର ଭୟାବହାତାକୁ ଦେଖି ଏବେ ଟିକାକରଣ ଉପରେ ବେଶୀ ଗୁରୁତ୍ୱ ଦିଆଯାଉଛି । ଗୁଜରାଟର ରାଜକୋଟ ମ୍ୟୁନିସିପାଲ କର୍ପୋରେଶନ ଲୋକଙ୍କୁ ଟିକା ନେବାକୁ ଉତ୍ସାହିତ କରିବାକୁ ଯାଇ ସ୍ମର୍ଟ ଫୋନ ଉପହାର ଦେବାକୁ ଘୋଷଣା କରିଛି ।…

କରୋନା ଟିକା ଓମିକ୍ରନ୍‌ରୁ ରକ୍ଷା କରି ପାରିବ କି? ଜାଣନ୍ତୁ ଏ ସମ୍ପର୍କରେ…

ବ୍ରିସବେନ,୪ା୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭାଇରସର ନୂଆ ଭାରିଆଣ୍ଟ ‘ଓମିକ୍ରନ’। ଯାହାକି ସମଗ୍ର ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଛି। ଏହି ନୂଆ ଭାରିଆଣ୍ଟକୁ ନେଇ ଅନେକ ପ୍ରଶ୍ନବାଚୀ ବି ସୃଷ୍ଟି ହୋଇଛି। ଏହି ଭାଇରସ ବୈଜ୍ଞାନିକମାନଙ୍କୁ ତଥା ଜନସ୍ବାସ୍ଥ୍ୟ…

ଗୁଜରାଟରେ ଆଉ ଜଣେ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଗାନ୍ଧିନଗର,୪ ।୧୨: ଦେଶରେ ଆଉ ଜଣେ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେ ୨ ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବେଳେ ବିମାନ ବନ୍ଦରରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ଏଥିରେ ତାଙ୍କ ରିପୋର୍ଟ ପଜିଟିଭ ଆସିବା…

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri