କରୋନା ଭାଇରସ୍‌

ଖୁସି ଖବର,ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ କହିଲା ସିଙ୍ଗାପୁର ସ୍ବାସ୍ଥ୍ୟବିଭାଗ…

ସିଙ୍ଗାପୁର,୪।୧୨: କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ସଭିଏଁ ଆତଙ୍କିତ ହୋଇପଡ଼ିଥିବାବେଳେ ଖୁସି ଖବର ମିଳିଛି। ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ ବୋଲି ସିଙ୍ଗାପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁୂ ସୂଚନା ଜାରି ହୋଇଛି। କରୋନା ଭାଇରସର ନୂତନ ରୂପ,…

ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୬୦୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

୩୮ ଦେଶରେ ଓମିକ୍ରନ୍‌ ଆତଙ୍କ…

ଜେନେଭା/ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୩୮ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ବିଶ୍ୱ ସୱାସ୍ଥ୍ୟ…

୫ ବର୍ଷରୁ ଛୋଟ କମ୍‌ ବୟସ୍କ ପିଲା-ଗର୍ଭବତୀ ମହିଳା ଓମିକ୍ରନ୍‌ରେ ଅଧିକ ଆକ୍ରାନ୍ତ ହେବା ଆଶଙ୍କା…

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୪।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍‌ ଦ୍ୱାରା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯…

ଭାରତରେ ଓମିକ୍ରନ୍‌ର ରହୁଛି ଏସବୁ ଲକ୍ଷଣ..

ନୂଆଦିଲ୍ଲୀ,୪ ।୧୨: କରୋନା ମହାମାରୀ ବେଳକୁ ବେଳ ମାରାତ୍ମକ ହେବାରେ ଲାଗିଛି । ଏବେ ଏହାର ନୂଆ ଭାରିଏଣ୍ଟ ଆଫ୍ରିକାରେ କାୟା ବିସ୍ତାର କରିଥିବା ବେଳେ ବିଶ୍ୱର ପ୍ରାୟ ୩୦ ଦେଶକୁ ବ୍ୟାପି ସାରିଲାଣି । ତେବେ ଓମିକ୍ରନ୍ ଚିହ୍ନିବେ କିପରି…

ଆଫ୍ରିକାରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ, ଏକ ସପ୍ତାହରେ ଶହେ ପ୍ରତିଶତରୁ ଅଧିକ ସଂକ୍ରମଣ

ଜୋହାନସବର୍ଗ,୪ ।୧୨: କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ମୁକାବିଲା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଏକ ବିଶେଷଜ୍ଞ ଦଳ ଦକ୍ଷିଣ ଆଫ୍ରିକା ପହଞ୍ଚିଛନ୍ତି । ଏମାନେ ଗୌତେଙ୍ଗ ଅଞ୍ଚଳରେ ଓମିକ୍ରନର ମୁକାବିଲା କରିବାରେ ସାହାଯ୍ୟ କରିବେ । ଓମିକ୍ରନ ଏବେ ସୁଦ୍ଧା…

୪୦+ଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ ସୁପାରିସ

ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା ଲାଗି ୪୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସ(୪୦+)ର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦେବା ଲାଗି…

ଦେଶରେ ୪୦ ଓମିକ୍ରନ୍ ସନ୍ଦିଗ୍ଧଙ୍କର ମିଳୁନି ପତ୍ତା

ନୂଆଦିଲ୍ଲୀ,୪ ।୧୨: କରୋନା ମହାମାରୀର ସବୁଠାରୁ ମାରାତ୍ମକ ରୂପ ଓମିକ୍ରନ୍ ଏବେ ବିଶ୍ୱର ଅଧିକାଂଶ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଆମ ଦେଶରେ ବି ୨ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଲୋକେ ଭୟଭୀତ ହୋଇ…

ଓମିକ୍ରନକୁ ନେଇ କଡା ହେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୪ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ଏହା ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଦେଶରେ ପହଞ୍ଚି ସାରିଲାଣି । ଭାରତ ବି ଏଥିରୁ ବାଦ୍ ଯାଇନାହଁ । କର୍ନାଟକରେ ପ୍ରଥମେ ୨…

ବିମାନସେବା ବନ୍ଦ କରି ଦେଇଥିଲେ ହୁଏତ ଦେଶରେ ପ୍ରବେଶ କରିପାରି ନ ଥାଆନ୍ତା ଓମିକ୍ରନ୍‌: କେଜରିୱାଲ

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ମାଧ୍ୟମରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ସରକାର ଯଦି…

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri