କରୋନା ଭାଇରସ୍‌

ଓମିକ୍ରନ୍‌ ପାଇଁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା…

ଓ୍ବାଶିଂଟନ/ନୂଆଦିଲ୍ଳୀ,୩୦।୧୧: ସମଗ୍ର ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ୍‌ ସଂକ୍ରମଣ ନେଇ ସଙ୍କଟ ଜନକ ପରିସ୍ଥିତି ଉପୁଜିଥିବା ବେଳେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା ପ୍ରସ୍ତୁତ କରାଯାଇଛି। କମ୍ପାନୀ ଗୁଡ଼ିକ ଅନ୍ୟ ପ୍ରକାର ଟିକା ଉପରେ…

ଓମିକ୍ରନ୍‌ ବଡ଼ ବିପଦ

ନୂଆଦିଲ୍ଲୀ, ୩୦ା୧୧: କରୋନା କବଳରୁ ମୁକୁଳି ବିଶ୍ୱ ସଜାଡ଼ି ହେବାକୁ ଅଣ୍ଟା ଭିଡ଼ିଲାବେଳକୁ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ପୁଣି ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣର ଭୟାବହତାକୁ ଦେଖି ପ୍ରାୟ ସବୁ ଦେଶ ଆଲର୍ଟ ରହିଛନ୍ତି। ବିଭିନ୍ନ ସ୍ଥାନରେ କଡ଼ା କଟକଣା ଫେରିଛି।…

ଡେଲ୍ଟାଠୁ ୬ଗୁଣ ସଂକ୍ରାମକ ଓମିକ୍ରନ୍‌

ହାଇଦ୍ରାବାଦ, ୩୦ା୧୧: ସମଗ୍ର ବିଶ୍ୱକୁ ଡରାଇଥିବା କୋଭିଡ୍‌ ନୂଆ ଭାରିଆଣ୍ଟ ବି.୧.୧.୫୨୯ ବା ‘ଓମିକ୍ରନ’ ଦ୍ୱିତୀୟ ଲହରରେ ଆସିଥିବା ‘ଡେଲ୍ଟା’ ଭାରିଆଣ୍ଟଠାରୁ ୬ଗୁଣା ଅଧିକ ସଂକ୍ରାମକ। ମନୋକ୍ଲୋନାଲ ଆଣ୍ଟିବଡି ଥେରାପି କିମ୍ବା କକ୍‌ଟେଲ୍‌ ଚିକିତ୍ସା ଓମିକ୍ରନ ସଂକ୍ରମିତଙ୍କଠାରେ ପ୍ରଭାବୀ ହୋଇ ନ…

ଦକ୍ଷିଣ ଆଫ୍ରିକାରୁ ଚଣ୍ଡିଗଡ଼ ଆସିଥିବା ଜଣେ ବ୍ୟକ୍ତି କରୋନା ସଂକ୍ରମିତ

ଚଣ୍ଡିଗଡ଼,୩୦ ।୧୧: ଦକ୍ଷିଣ ଆଫ୍ରିକାରୁ ଭାରତ ଫେରିଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ତାଙ୍କ ଘରକୁ ଚଣ୍ଡିଗଡ଼ ଫେରିିଥିବା ବେଳେ ସୋମବାର ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପିଥିଲା ।…

ବିଦେଶରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ଡିଜିସିଏର ନୂଆ ଗାଇଡଲାଇନ

ନୂଆଦିଲ୍ଲୀ,୩୦ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡି ଦେଇଛି । ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଏହି ଭାରିଏଣ୍ଟ ଏବେ ବିଶ୍ୱର ପ୍ରାୟ ୧୩ ଦେଶକୁ ବ୍ୟାପୀ ସାରିଲାଣି । ଏହାର ଭୟାବହତାକୁ…

୧୩ ଦେଶରେ ପହଞ୍ଚିଲା ଓମିକ୍ରନ: ବିଦେଶୀଙ୍କ ପାଇଁ ଜାପାନ ମନା

ନୂଆଦିଲ୍ଲୀ/ଟୋକିଓ /ଲିସବନ,୩୦ ।୧୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ୧୩ଟି ଦେଶରେ ପହଞ୍ଚି ସାରିଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଥିରେ କୁହାଯାଇଛି କି ଓମିକ୍ରନ ଆକ୍ରାନ୍ତ ଦେଶରୁ…

ତୃତୀୟ ଲହର ଆଶଙ୍କା: ବୃଦ୍ଧାଶ୍ରମରେ ଟିକା ନେଇଥିବା ୬୨ ବରିଷ୍ଠ ନାଗରିକ ସଂକ୍ରମିତ

ମୁମ୍ବାଇ,୨୯ ।୧୧: ଗୋଟିଏ ପଟେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସାରା ବିଶ୍ୱକୁ ଡରାଉଥିବା ବେଳେ ଏବେ ମହାରାଷ୍ଟ୍ରରେ ପୁଣିଥରେ କରୋନା ବିସ୍ଫୋରଣ ହୋଇଛି । ମିଳିଥିବା ସୂଚନା ଅନୁୟାୟୀ, ମହାରାଷ୍ଟ୍ରର ଭିବଣ୍ଡିରେ ଥିବା ଏକ ବୃଦ୍ଧାଶ୍ରମରେ ଟିକା ନେଇ…

କରୋନାର ନୂଆ ଏନ୍ତୁଡ଼ିଶାଳର ସନ୍ଧାନ ମିଳିଲା, ୯୦ ପ୍ରତିଶତ ଓମିକ୍ରନ୍‌ ଆକ୍ରାନ୍ତ…

କେପ୍‌ ଟାଉନ୍‌,୨୯।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଠାରେ ଥିବା ଶ୍ୱାନେ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି ଏବେ କରୋନାର ନୂଆ ଏନ୍ତୁଡ଼ିଶାଳ ପାଲଟିଛି। ଏଠାରେ ୯୦ ପ୍ରତିଶତ ଓମିକ୍ରନ୍‌ ଆକ୍ରାନ୍ତ ହୋଇଛନ୍ତି। ଫଳରେ ଏହା…

ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ ଅଧିକ ପରିବର୍ତ୍ତନ କରିଥାଏ। ଏହାର ୩୦ ପ୍ରକାର ମ୍ୟୁଟେଶନ ରୂପ ରହିଛି ବୋଲି ଇଟାଲୀର…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି ପାଇଛି। କେବଳ ବରଗଡରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ…

ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୨…

୫୪୪ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୨୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୩୬ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?