କରୋନା ଭାଇରସ୍‌

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୬୪…

ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୬୪ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୦…

କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’କୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୨୭ ।୧୧: ବେଳକୁ ବେଳ ରୂପ ବଦଳାଉଛି କରୋନା ଭାଇରସ । ଏବେ ଏହାର ନୂଆ ସ୍ୱରୂପ ବା ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି । ଆଉ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହି ନୂଆ ଭାରିଏଣ୍ଟର ନାମ ରଖିଛି ‘ଓମିକ୍ରୋନ’…

ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଆଜି ରାଜ୍ୟରୁ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୨ ଶିଶୁ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୧ ଜଣ ଚିହ୍ନଟ ହୋଇଥିବା…

ଦକ୍ଷିଣ ଆଫ୍ରିକାରେ କରୋନାର ମାରାତ୍ମକ ଭାରିଏଣ୍ଟ, ଇଂଲଣ୍ଡ-ଇସ୍ରାଏଲ ଲଗାଇଲେ ପ୍ରତିବନ୍ଧକ, ଭାରତ ସରକାର ସଜାଗ

ଜୋହାନସର୍ଗ,୨୬ ।୧୧: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ ସଂକ୍ରମଣର ସବୁଠାରୁ ମାରାତ୍ମକ ଭାରିଏଣ୍ଟ ଦେଖାଦେଇଛି । ଯାହା ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ଦେଖି ଇଂଲଣ୍ଡ ଓ ଇସ୍ରାଏଲ ଦକ୍ଷିଣ ଆଫ୍ରିକା ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇ…

ରାଜ୍ୟରେ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୧କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୮…

୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୯୬ ଜଣଙ୍କ ମୃତ୍ୟୁ…

ସ୍କୁଲ ଖୋଲିବା ପରେ ବେକାକୁ ହେଉଛି କରୋନା, ସାତ ଦିନରେ ୧.୪୧ ଲକ୍ଷ ସଂକ୍ରମିତ

ୱାଶିଂଟନ,୨୫ ।୧୧: କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଆମେରିକାରେ ଏବେ ଏହି ମହାମାରୀ ଶିଶୁଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରୁଥିବା ଜଣାପଡିଛି । ଭାଇରସର ଏହି ରୂପ ବିଶ୍ୱ ପାଇଁ ସତର୍କ ଘଣ୍ଟି ହୋଇପାରେ ବୋଲି କୁହାଯାଉଛି । ଆମେରିକାନ…

୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ମାଗଣା ରାଶନ…

ନୂଆଦିଲ୍ଲୀ,୨୪।୧୧: ଏବେ ଆସନ୍ତା ୨୦୨୨ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣା ରାଶନ ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି। ରାଷ୍ଟ୍ରୀୟ…

ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭାକ୍ସିନ୍‌ ୫୦ ପ୍ରତିଶତ ଫଳପ୍ରଦ, ଏମ୍ସ୍‌ ରିପୋର୍ଟ…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ ପକ୍ଷରୁ ପ୍ରକାଶିତ ହୋଇଥିବା ସର୍ଭେରେ ଉଲ୍ଲେଖ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?