କରୋନା ଭାଇରସ୍‌

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୯କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ଜଣେ ଅଛନ୍ତି। ତେବେ ଆଜି…

ଦେଶରେ ତୃତୀୟ ଲହର ଆସିବା ଆଶଙ୍କା କମ୍‌…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଏନେଇ ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଦେଶରେ କରୋନାର ତୃତୀୟ ଲହର ଆସିବା କମ୍‌ ରହିଛି। ଦେଶରେ ସୁସ୍ଥତା ହାର ଇତି ମଧ୍ୟରେ ୯୮.୩୩ ପ୍ରତିଶତକୁ ବୃଦ୍ଧି ପାଇଛି,…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସାରେ ସମ୍ପୂର୍ଣ୍ଣ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ୨ ଦିନ ଧରି ଏହା ଲଗାତାର ୯ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ଗତ ୨୪…

ୟୁରୋପକୁ ଫେରିଲା କରୋନା, ଅଷ୍ଟ୍ରିଆରେ ୨୦ ଦିନିଆ ଲକ୍‌ଡାଉନ୍‌…

ଓ୍ବାଶିଂଟନ,୨୩।୧୧: ୟୁରୋପକୁ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଗତ ସପ୍ତାହରେ ୟୁରୋପୀୟ ଦେଶମାନଙ୍କରେ କରୋନା ମହାମାରୀ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଏକ ସପ୍ତାହ ମଧ୍ୟରେ ସର୍ବାଧିକ ସଂଖ୍ୟକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ…

ଦିନେ କମୁଛି ଦିନେ ବଢ଼ୁଛି: ଆଜି ରାଜ୍ୟରେ ୨୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ…

ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାର ୫୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କୁ କିଛି ଜଣାନାହିଁ, କରୋନା ମୃତ୍ୟୁ କ୍ଷତିପୂରଣ ନେଇ ସୁପ୍ରିମ୍‌କୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୨୨।୧୧: କରୋନା ମୃତ୍ୟୁ କ୍ଷତିପୂରଣ ପ୍ରଦାନ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁଜରାଟ ରାଜ୍ୟ ସରକାରଙ୍କୁ ଭର୍ସନା କରାଯାଇଛି। ବିଚାରପତି ଏମ୍‌.ଆର୍‌.ଶାହା ଏବଂ ବି.ଭି. ନାଗରଥ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ପ୍ରସଙ୍ଗରେ ଏଭଳି କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପସ୍ଥିତ ଥିବା…

ରାଜ୍ୟରେ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଆବାସିକ ସ୍କୁଲର ୨୮୮ ଛାତ୍ରୀ କରୋନା ପଜିଟିଭ୍‌…

ଖାମ୍ମାମ,୨୨।୧୧: ଦେଶରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି। ଏପରିସ୍ଥଳେ ତେଲେଙ୍ଗାନାରେ ଏକ ଅବାସିକ ସ୍କୁଲର ୨୮୮ ଛାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଖାମ୍ମାମ ଜିଲାର ଏକ ସରକାରୀ ଆବାସିକ ସ୍କୁଲରେ ଏଭଳି ଘଟିଛି। ଆବାସିକ ସ୍କୁଲରେ ସଂକ୍ରମଣ…

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୩୮ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?