ଆଜି ରାଜ୍ୟରୁ ୧୭୧ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ପିଲା
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୮ ଜଣ ଚିହ୍ନଟ…
ଟିକାକରଣ ପ୍ରମାଣପତ୍ର ନ ଥିଲେ ରାଶନ ମନା…
ଆଲୀଗଡ଼,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ଆଲୀଗଡ଼ ପ୍ରଶାସନ ପକ୍ଷରୁ ଅଭିନବ ନିର୍ଦ୍ଦେଶ ଲାଗୁ ହୋଇଛି। ରାଶନ ନେବାକୁ ଆସୁଥିବା ଲୋକଙ୍କୁ ଏବେ ଟିକାକରଣ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ। ଟିକାକରଣ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ରାଜ୍ୟରୁ ୨୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୪୫ ପିଲା
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୯ ଜଣ ଚିହ୍ନଟ…
କରୋନା ଟିକା ନେଇ ନ ଥିବା ଲୋକଙ୍କ ପାଇଁ ୟୁରୋପରେ ଲକଡାଉନ
ଇସେଲ୍ସ,୨୧ ।୧୧: ଏବେ କରୋନା ମହାମାରୀର କେନ୍ଦ୍ର ହୋଇଛି ୟୁରୋପ । ଏହାର ବିଭିନ୍ନ ଦେଶରେ ବେଳକୁ ବେଳ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏଭଳି ସ୍ୱାସ୍ଥ୍ୟ ସଙ୍କଟକୁ ଦେଖି ଟିକା ନେଇଥିବା ଓ ଟିକା ନ ନେଇଥିବା…
ଭାରତରେ ଦିଆଯିବ ବୁଷ୍ଟର ଡୋଜ୍, ଆସନ୍ତା ସପ୍ତାହରେ ନିଷ୍ପତ୍ତି…
ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସେହିପରି ଦେଶରେ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଏବେ ଦେଶରେ ବୁଷ୍ଟର ଡୋଜ୍ ଦିଆଯିବା…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
ନୂଆ କରୋନା ଅଇନ ନେଇ ଲୋକଙ୍କ ପକ୍ଷରୁ ପ୍ରଦର୍ଶନ…
ଆମେଷ୍ଟରଡମ୍,୨୦।୧୧: ନେଦରଲାଣ୍ଡରେ ଟତକାକରଣ କରାଯାଇ ନ ଥିବା ଲୋକଙ୍କୁ କେତେକ ସ୍ଥାନରେ ପ୍ରବେଶ କରିବାକୁ ବାରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏହି ନୂଆ ଆଇନକୁ ବିରୋଧରେ କରି ଶୁକ୍ରବାର ରାତିରେ ଲୋକେ ରୋଟର୍ଡାମରେ ବିରୋଧ ପ୍ରଦର୍ଶନ କରିଛନ୍ତି।…
ଚିନ୍ତା ବଢ଼ାଉଛି କେରଳ…
ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୩୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୯…
କରୋନା ଲଢେଇରେ ଆମେରିକା ନେଲା ବଡ ପଦକ୍ଷେପ, ଟିକାର ବୁଷ୍ଟର ଡୋଜକୁ ମିଳିଲା ମଞ୍ଜୁରୀ
ୱାଶିଂଟନ,୨୦ ।୧୧: ବୟସ୍କ ବା ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଆମେରିକା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ମଞ୍ଜୁରୀ ପ୍ରଦାନ କରିଛି । ଟିକା ନିର୍ମାଣକାରୀ କମ୍ପାନୀ ଫାଇଜର ଓ ମର୍ଡନା ପକ୍ଷରୁ ଏହି ସୂଚନା ଦିଆଯାଇଛି ।…
Archives


