ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରୁ ଜଣେ…
ଚାଇନାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ବେଜିଂ,୧୨ ।୧୧: ଚାଇନା ଗଣମାଧ୍ୟମର ସୂଚନା ଅନୁଯାୟୀ ଗୁରୁବାର ଚାଇନାରେ ୯୮ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ମଧ୍ୟରୁ ୭୯ ସ୍ଥାନୀୟ ଲୋକଙ୍କ ଦ୍ୱାରା ସଂକ୍ରମିତ ହୋଇଥିବା କୁହାଯାଉଛି । ଏହି ସଂକ୍ରମିତଙ୍କ ମଧ୍ୟରେ ୫୨ ଜଣ…
ଫ୍ରାନ୍ସ୍ରେ କରୋନାର ପଞ୍ଚମ ଲହର…
ପ୍ୟାରିସ୍,୧୧।୧୧: ଫ୍ରାନ୍ସ୍ରେ କରୋନା ମହାମାରୀ ସଂକ୍ରମଣର ପଞ୍ଚମ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରୀ ଓଲିଓ୍ବିୟର ଓ୍ବେରନ ଦେଶରେ ମହାମାରୀର ପଞ୍ଚମ ଲହର ଆରମ୍ଭ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ପୂର୍ବରୁ ଅନ୍ୟ ଲହର…
ଖୁସି ଖବର, ବଜାରରେ ମିଳିବ ମେଡ୍ ଇନ୍ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍…
ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍ ଇନ୍ ଇନ୍ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍ ମିଳିବ। ଖୁବ୍ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି ପ୍ରଦାନ କରାଯିବ। ଏହାଦ୍ୱାରା କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଭାରତ ଆଉ ଏକ ନୂଆ…
ନାକରେ ନେବାକୁ ପଡ଼ିବ କୋଭାକ୍ସିନ୍ ବୁଷ୍ଟର ଡୋଜ୍…
ନୂଆଦିଲ୍ଲୀ,୧୧।୧୧: ଭାରତ ବାୟୋଟେକର ମୁଖ୍ୟ ତଥା ଭାରତର ପ୍ରଥମ ଆଣ୍ଟି-କରୋନାଭାଇରସ ଟିକା କୋଭାକ୍ସିନ’ର ବିକାଶକାରୀ କୃଷ୍ଣ ଏଲ୍ଲା କହିଛନ୍ତି ଯେ କୋଭିଡ -୧୯ ଟିକାର ଦ୍ୱିତୀୟ ଡୋଜ୍ର ୬ ମାସ ପରେ ତୃତୀୟ ଡୋଜ ଦିଆଯିବା ଉଚିତ। ତେବେ ତୃତୀୟ ଡୋଜ୍…
ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ…
୨୬୬ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…
ନୂଆଦିଲ୍ଲୀ,୧୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୯୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
ରାଜ୍ୟରେ ୨୭୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ୧୧୩ ଜଣ…
ବଢୁଛି ଚିନ୍ତା: ବ୍ରିଟେନରେ କୁକୁରକୁ କରୋନା!
ଲଣ୍ଡନ,୧୧ ।୧୧: ବ୍ରିଟେନରେ ଏକ କୁକୁରକୁ କରୋନା ହୋଇଥିବା କଥା ଜଣାପଡିଛି । ଯାହା ପୁଣି କରୋନାକୁ ନେଇ ଚିନ୍ତା ବଢାଇ ଦେଇଛି । ୟୁକେର ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଏହି ସୂଚନା ଦେଇଛନ୍ତି । ଏହାପୂର୍ବରୁ ବିଶ୍ୱର ଅନ୍ୟ…
୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା…
ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ସାର୍ବଜନୀକ ଟିକାକରଣ ଜାରି ରହିଛି। ଇତିମଧ୍ୟରେ ୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସୂଚନା ଦେଇଛନ୍ତି। ମାଣ୍ଡଭ୍ୟ ଏକ ବିବୃତ୍ତିରେ କହିଛନ୍ତି ଯେ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୪୬୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
୩୧ ଡିସେମ୍ବର ସୁଦ୍ଧା ଟିକାକରଣ ଲକ୍ଷ୍ୟ ପୂରଣ କାଠିକର ପାଠ…
ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଜାରି ରହିଛି। ୨୦୨୧ ଶେଷ ସୁଦ୍ଧା ଦେଶର ସମସ୍ତ ୯୪ କୋଟି ବୟସ୍କଙ୍କୁ କରୋନା ଟିକା ଦେବା କାଠିକର ପାଠ ମନେ ହେଉଛି।…
Archives


